Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରକେଟ ମାଡ ପରେ ଗାଜା ଉପରେ ଇସ୍ରାଏଲ୍‌ର ଆକ୍ରମଣ
ଆଜିର ଖବର

ରକେଟ ମାଡ ପରେ ଗାଜା ଉପରେ ଇସ୍ରାଏଲ୍‌ର ଆକ୍ରମଣ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାଜା ଉପରେ ଇସ୍ରାଏଲର ବିମାନ ଆକ୍ରମଣ
ଗାଜା ଉପରେ ଇସ୍ରାଏଲର ବିମାନ ଆକ୍ରମଣରେ ୩୩ ମୃତ, ଭାଙ୍ଗିଲା ଟ୍ରମ୍ପଙ୍କ ଶାନ୍ତି ଚୁକ୍ତି

ଗାଜାର ଆତଙ୍କବାଦୀ ମାନେ ଇସ୍ରାଏଲ ଉପରେ ଆକ୍ରମଣ କରିବା ପରେ ଇସ୍ରାଏଲୀ ସେନାବାହିନୀ ପକ୍ଷରୁ ଗାଜା ଉପରେ ଆକ୍ରମଣ କରାଯାଇଛି। ବୁଧବାର ରାତିରେ ଇସ୍ରାଏଲ୍‌ର ଦକ୍ଷିଣ ଭାଗରେ ଆତଙ୍କୀ ମାନେ ଏକ ରକେଟ ମାଡ କରିଥିଲେ। ଗୁରୁବାର ସକାଳୁ ଇସ୍ରାଏଲ୍‌ ପକ୍ଷରୁ ବିମାନ ଆକ୍ରମଣ କରାଯାଇଥିଲା। ଗାଜାରେ ରହିଥିବା ବିଭିନ୍ନ ଭୂତଳ ଆଡ୍ଡା ଉପରେ ବିମାନ ଆକ୍ରମଣ କରାଯାଇ ଏହାକୁ ନଷ୍ଟ କରି ଦିଆଯାଇଛି ବୋଲି ଇସ୍ରାଏଲୀ ସେନା ପକ୍ଷରୁ କୁହାଯାଇଛି। ମେ ମାସ ପରଠାରୁ ଏହା ଉଭୟ ରାଷ୍ଟ୍ର ମଧ୍ୟରେ ୧୧ ଥର ନିୟନ୍ତ୍ରଣ ରେଖା ଉଲ୍ଲଂଘନ କରାଯାଇଛି। ଏହି ଆକ୍ରମଣ ପରେ ପାଲେଷ୍ଟାଇନ୍‌ ମତ୍ସ୍ୟଜୀବିଙ୍କ ପାଇଁ ଉଦ୍ଦିଷ୍ଟ ଜଳକୁ ବନ୍ଦ କରି ଦେଇଛି ଇସ୍ରାଏଲ୍‌।

attack gajja israel thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.