Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବକପ୍‌ କ୍ରିକେଟ ୨୦୧୯ : ଅପରାଜେୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ଉଭୟ ଭାରତ-ନ୍ୟୁଜିଲ୍ୟାଣ୍ଡ
ଆଜିର ଖବର

ବିଶ୍ବକପ୍‌ କ୍ରିକେଟ ୨୦୧୯ : ଅପରାଜେୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ଉଭୟ ଭାରତ-ନ୍ୟୁଜିଲ୍ୟାଣ୍ଡ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶ୍ବକପ୍‌ର ୧୮ ତମ ମ୍ୟାଚ୍‌ରେ ପରସ୍ପରର ମୁକାବିଲା କରିବାକୁ ଯାଉଛନ୍ତି ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ। ଚଳିତ ଟୁର୍ଣ୍ଣାମେଣ୍ଟରେ ଏହି ଦୁଇ ଦଳ ଅପରାଜେୟ ରହିଥିବାରୁ ନିଜର ଅପରାଜେୟ ଧାରା ବଜାୟ ରଖିବାକୁ ଦୁଇ ଦଳ ଉଦ୍ୟମ କରିବେ। ଆଜି(ଗୁରୁବାର) ଟ୍ରେଣ୍ଟବ୍ରିଜ୍‌ର ନଟିଂହାମ୍‌ରେ ଅପରାହ୍ନ ୨.୩୦ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ପୂର୍ବରୁ ହୋଇଥିବା ବିଶ୍ବକପ୍‌ ମୁକାବିଲାରେ ଭାରତ ୪-୩ରେ ପଛୁଆ ରହିଥିବା ବେଳେ ଏହି ମୁକାବିଲାରେ ବିଜୟୀ ହୋଇ ଏହାକୁ ୪-୪ରେ ପହଞ୍ଚାଇବାକୁ ଚେଷ୍ଟା କରିବ ଭାରତୀୟ ଦଳ। ଭାରତୀୟ ଓପ୍‌ନର ଶିଖର ଧଓ୍ବନ୍‌ ଆହତ ହୋଇ ବାଦ ପଡିଥିବାରୁ କେ ଏଲ୍‌ ରାହୁଲ ଇନିଂସ ଓପନ୍‌ କରିବେ। ଏହା ସହିତ ଚାରି ନମ୍ବର ସ୍ଥାନରେ କିଏ ବ୍ୟାଟିଂ କରିବ ତାକୁ ନେଇ ମଧ୍ୟ ଦ୍ବନ୍ଦରେ ରହିଛି ଭାରତୀୟ ମ୍ୟାନେଜମେଣ୍ଟ। ଅଭ୍ୟାସ ମ୍ୟାଚ୍‌ରେ ଭାରତକୁ ନ୍ୟୁଜିଲ୍ୟାଣ୍ଡ ଶୋଚନୀୟ ଭାବରେ ପରାସ୍ତ କରିଥିବା ବେଳେ ଏହି ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡର ପଲ୍ଳା ଭାରି ରହିବ। ମ୍ୟାଚ୍‌ରେ ବିଜୟୀ ହେବାକୁ ହେଲେ ଟ୍ରେଣ୍ଟ ବୋଲ୍ଟଙ୍କ ନିକଟରୁ ଭାରତକୁ ସତର୍କ ରହିବାକୁ ପଡିବ।
ମ୍ୟାଚ୍‌ ସ୍ଥାନ : ନଟିଂହାମ୍‌, ଟ୍ରେଣ୍ଟବ୍ରିଜ୍‌
ସମୟ : ଅପରାହ୍ନ ୨.୩୦

india newzeland thesamikhsya worldcup
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.