Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ: ନୂଆଗାଁ ରୋଡ଼-ଦଶପଲ୍ଲା ରେଳ ସେକ୍ସନ ଉଦ୍ଘାଟନ
ଆଜିର ଖବର

ଆଜିଠୁ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ: ନୂଆଗାଁ ରୋଡ଼-ଦଶପଲ୍ଲା ରେଳ ସେକ୍ସନ ଉଦ୍ଘାଟନ

January 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ଆସି 5 ଜାନୁୟାରୀ 2024 ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ।

ତାଙ୍କ ଗସ୍ତ ସମୟରେ ଅଶ୍ୱିନୀ ବୈଷ୍ଣବ ଦଶପଲ୍ଲା ଠାରେ ରେଳବାଇ କାର୍ଯ୍ୟକ୍ରମରେ ଏବଂ କଣ୍ଟିଲୋରେ ଡାକ ବିଭାଗ କାର୍ଯ୍ୟକ୍ରମରେ ଯୋଗଦେବେ।

6 ଜାନୁଆରୀ 2024 ରେ ଖଣ୍ଡପଡ଼ା ଠାରେ ଏବଂ 7 ଜାନୁଆରୀ 2024 ରେ ଆଠଗଡ଼, ବଡମ୍ବା ଏବଂ ନରସିଂହପୁର ଅଞ୍ଚଳରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଶ୍ରୀ ବୈଷ୍ଣବ ଯୋଗଦେବେ।

ଅଶ୍ୱିନୀ ବୈଷ୍ଣବ 6 ଜାନୁଆରୀ 2024 ରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଦଶପଲ୍ଲା ରେଳ ଷ୍ଟେସନ ବିଲଡିଂ ଏବଂ ନବ ନିର୍ମିତ ନୂଆଗାଁ-ଦଶପଲ୍ଲା ରେଳ ସେକ୍ସନର ଉଦଘାଟନ କରିବା ସହିତ ଚାରିଟି ଟ୍ରେନର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ।

18423/18424 ଭୁବନେଶ୍ୱର-ନୟାଗଡ଼ ଟାଉନ-ଭୁବନେଶ୍ୱର ଏକ୍ସପ୍ରେସ, 08429/08430 ଭୁବନେଶ୍ୱର-ନୂଆଗାଁ ରୋଡ-ଭୁବନେଶ୍ୱର ପାସେଞ୍ଜର ସ୍ପେଶାଲ, 08423/08424 ପୁରୀ-ନୂଆଗାଁ ରୋଡ-ପୁରୀ ପାସେଞ୍ଜର ସ୍ପେଶାଲ ଏବଂ 08555/08556 ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ ଗୁଡିକର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ।

ଶ୍ରୀ ବୈଷ୍ଣବ ଜାନୁଆରୀ 6 ଅପରାହ୍ନରେ କଣ୍ଟିଲୋ ଠାରେ ଡାକ ବିଭାଗର କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଜାନୁଆରୀ 7 ତାରିଖ ଦିନ ଶ୍ରୀ ବୈଷ୍ଣବ ଆଠଗଡ଼, ବଡମ୍ବା ଓ ନରସିଂହପୁର ଅଞ୍ଚଳରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ।

ଅଶ୍ୱିନୀ ବୈଷ୍ଣବ ଓଡିଶା ଗସ୍ତ ଦଶପଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.