Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇଜଣଙ୍କୁ ନିଲମ୍ବିତ କଲା ବିଜୁ ଜନତା ଦଳ
ଆଜିର ଖବର

ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇଜଣଙ୍କୁ ନିଲମ୍ବିତ କଲା ବିଜୁ ଜନତା ଦଳ

January 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇଜଣଙ୍କୁ ନିଲମ୍ବିତ କଲା ବିଜୁ ଜନତା ଦଳ

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଆଜି ବିଜୁ ଜନତା ଦଳ ଦୁଇଜଣ ନେତାଙ୍କୁ ନିଲମ୍ବିତ କରିଛି। ସେମାନଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ଦଳ ଏହି ପଦକ୍ଷେପ ଗ୍ରହଣ କରିଛି। ଏ ସଂପର୍କରେ ଦଳ ତରଫରୁ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେହି ଅନୁସାରେ କେନ୍ଦୁଝର ଘଟଗାଁର ନେତା ସଂଜୟ କୁମାର ମିଶ୍ର ଏବଂ କେନ୍ଦୁଝର ଜିଲ୍ଲା ବିଜେଡି ଉପସଭାପତି କରୁଣା ସାଗର ଖଟୁଆଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏହାକୁ ତୁରନ୍ତ କାର୍ଯ୍ୟକାରୀ ହେଲା ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

BJD କେନ୍ଦୁଝର ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026

ଆଜି ମହିଳା ଓ ଶିଶୁ ବିକାଶ ବିଭାଗୀୟ ସମ୍ମିଳନୀର ସମାପନୀ ଅଧିବେଶନ

October 9, 2026

ଭାରତୀୟ ପାଇଲଟ ସ୍ମିତ୍ ମାଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ସାହସିକତା ପୁରସ୍କାର

October 9, 2026
Latest News

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

କିଡନୀ ସୁସ୍ଥ ରଖିବାକୁ ଚାହୁଁଛନ୍ତି? ଦୈନନ୍ଦିନ ଜୀବନରେ କରନ୍ତୁ ଏହି ସରଳ ପରିବର୍ତ୍ତନ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026

ଆଜି ମହିଳା ଓ ଶିଶୁ ବିକାଶ ବିଭାଗୀୟ ସମ୍ମିଳନୀର ସମାପନୀ ଅଧିବେଶନ

October 9, 2026

ଭାରତୀୟ ପାଇଲଟ ସ୍ମିତ୍ ମାଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ସାହସିକତା ପୁରସ୍କାର

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.