Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକରେ ଖୋଲିବ ଯୁକ୍ତ-୩ ମହାବିଦ୍ୟାଳୟ: ଚଳିତ ଶିକ୍ଷାବର୍ଷରୁ ହେବ ଶିକ୍ଷାଦାନ
ଆଜିର ଖବର

ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକରେ ଖୋଲିବ ଯୁକ୍ତ-୩ ମହାବିଦ୍ୟାଳୟ: ଚଳିତ ଶିକ୍ଷାବର୍ଷରୁ ହେବ ଶିକ୍ଷାଦାନ

January 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷାରେ ସମାନତା, ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ମହାବିଦ୍ୟାଳୟ ନଥିବା ୧୮ ଗୋଟି ବ୍ଲକରେ କଳା ବିଭାଗର ସ୍ନାତକ ସ୍ତରୀୟ (ଯୁକ୍ତ-୩) ମହାବିଦ୍ୟାଳୟ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି।

୨୦୨୪-୨୫ ଶିକ୍ଷାବର୍ଷରୁ ଏହି ମହାବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ଆରମ୍ଭ କରାଯିବ।
ଗଜପତିର ଗୁମ୍ମା, ଗଞ୍ଜାମର ଧରକୋଟ, କଳାହାଣ୍ଡିର ଥୁଆମୂଳ-ରାମପୁର, କନ୍ଧମାଳର ଖଜୁରିପଡ଼ା, କୋରାପୁଟର ବନ୍ଧୁଗାଁ, ନାରାୟଣପାଟଣା, ମାଲକାନଗିରିର ଚିତ୍ରକୋଣ୍ଡା, ମୟୁରଭଞ୍ଜର ତିରିଂ, ନବରଙ୍ଗପୁରର ତେ;ୁଳିଖୁଣ୍ଟି, କୋଷଗୁମୁଡ଼ା, ଝରିଗାଁ, ରାଇଗଡ଼, ରାୟଗଡ଼ାର କାଶିପୁର, ରାମନାଗୁଡ଼ା, ଚନ୍ଦ୍ରପୁର, ସୁନ୍ଦରଗଡ଼ର ନୂଆଗାଁ, ଗୁରୁଣ୍ଡିଆ, କୁଆଁରମୁଣ୍ଡା ଆଦି ବ୍ଲକରେ ସ୍ନାତକ ମହାବିଦ୍ୟାଳୟ ଖୋଲାଯିବ।

ଏହିସବୁ ମହାବିଦ୍ୟାଳୟଗୁଡ଼ିକ ନିମନ୍ତେ ବ୍ଲକ ହେଡ଼ କ୍ୱାର୍ଟର ଠାରୁ ୫କିମି ପରିସୀମା ଭିତରେ ୧୦ ଏକର ଜମି ଯୋଗାଇଦେବାକୁ ସେହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ନିର୍ଦ୍ଦେଶ ଦେଇଛନ୍ତି। ମହାବିଦ୍ୟାଳୟଗୁଡ଼ିକର ନିଜସ୍ୱ ଭିତ୍ତିଭୂମି ବିକାଶ ନହେବା ପର୍ଯ୍ୟନ୍ତ ଅସ୍ଥାୟୀ ଗୃହରେ ଶିକ୍ଷାଦାନ କରାଯିବ।

ଉଚ୍ଚଶିକ୍ଷା ବିଭାଗ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ମହଜୁଦ ରହିଛି ପେଟ୍ରୋଲ ଏବଂ ଡିଜେଲ

May 22, 2026

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

May 22, 2026

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026
Latest News

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ମହଜୁଦ ରହିଛି ପେଟ୍ରୋଲ ଏବଂ ଡିଜେଲ

May 22, 2026

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

May 22, 2026

ଶୁକ୍ରବାରରେ ଏହି ତିନୋଟି ରାଶିର ବ୍ୟକ୍ତି ଗାଡି ଚଲାଇବା ବେଳେ ରୁହନ୍ତୁ ସାବଧାନ

May 22, 2026

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.