Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେନସେକ୍ସ ଉପରେ ବାୟୁର ପ୍ରଭାବ : ୧୦୦ ପଏଣ୍ଟ ତଳକୁ ଖସିଲା ସେନସେକ୍ସ
ଆଜିର ଖବର

ସେନସେକ୍ସ ଉପରେ ବାୟୁର ପ୍ରଭାବ : ୧୦୦ ପଏଣ୍ଟ ତଳକୁ ଖସିଲା ସେନସେକ୍ସ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାମୁଦ୍ରିକ ଝଡ ବାୟୁର ପ୍ରଭାବ ସେୟାର ବଜାର ଉପରେ ଅନୁଭୂତ ହୋଇଛି। ବିଗତ ପାଞ୍ଚ ଦିନ ଧରି ସବୁଜ ରହିଥିବା ଶେୟାର ବଜାର ଆଜି ଲାଲକୁ ଆସିଛି। ସେନସେକ୍ସ ଏହି ସମୟରେ ୧୦୦ ପଏଣ୍ଟ ତଳକୁ ଖସି ଆସିଥିବା ବେଳେ ନିଫ୍‌ଟୀ ୩୦ ପଏଣ୍ଟ ତଳକୁ ଖସି ଆସିଛି। ସେନସେକ୍ସ ୧୩୦.୩୫ ପଏଣ୍ଟ ହ୍ରାସ ପାଇବା ସହିତ ୩୯୬୨୬.୪୬ ପଏଣ୍ଟରେ ରହିଥିବା ବେଳେ ନିଫ୍‌ଟୀ ୩୫.୯୦ ପଏଣ୍ଟ ତଳକୁ ଖସି ୧୧୮୭୦.୩୦ ପଏଣ୍ଟରେ ରହିଛି। ଏହି ସମୟରେ ଇଣ୍ଡସଇଣ୍ଡ ବ୍ୟାଙ୍କ, ସନ୍‌ ଫାର୍ମା, ବେଦାନ୍ତ, ଟାଟା ଷ୍ଟିଲ, ଏବଂ ଟାଟା ମୋଟର୍ସର ଅଂଶଧନ ମୂଲ୍ୟ ହ୍ରାସ ପାଇଥିବା ବେଳେ ଏଲ୍‌ ଆଣ୍ଡ ଟି, ଟିସିଏସ୍, ଆକ୍ସିସ୍ ବ୍ୟାଙ୍କ ଏବଂ ବଜାଜ ଫାଇନାନ୍ସର ଅଂଶଧନ ମୂଲ୍ୟରେ ବୃଦ୍ଧି ଘଟିଛି।

cyclone down sensex thesamikhsya vayu
Share. Facebook Twitter LinkedIn Email WhatsApp Copy Link

Related Posts

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026
Latest News

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.