Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବସାଧାରଣଙ୍କ ପାଇଁ ଖୋଲା ହେବ ଲୋକସେବା ଭବନ ଉଦ୍ୟାନ, ଜାଣନ୍ତୁ କେବେ
ଆଜିର ଖବର

ସର୍ବସାଧାରଣଙ୍କ ପାଇଁ ଖୋଲା ହେବ ଲୋକସେବା ଭବନ ଉଦ୍ୟାନ, ଜାଣନ୍ତୁ କେବେ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Lokaseba
ସର୍ବସାଧାରଣଙ୍କ ପାଇଁ ଖୋଲା ହେବ ଲୋକସେବା ଭବନ ଉଦ୍ୟାନ, ଜାଣନ୍ତୁ କେବେ

ଭୁବନେଶ୍ବର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।

ଏହା ରାଜ୍ୟ ସରକାରଙ୍କ ସର୍ବୋଚ୍ଚ କାର୍ଯ୍ୟାଳୟ ହୋଇଥିବାରୁ ତା ଭିତରକୁ ସର୍ବସାଧାରଣ ପ୍ରବେଶ ନିଷେଧ। କେବଳ କର୍ମଚାରୀ ଏବଂ ଅନୁମତି ପ୍ରାପ୍ତ ବ୍ୟକ୍ତିମାନେ ସେ ଭିତରକୁ ଯାଇଥାନ୍ତି। ହେଲେ ସେ ଭିତରେ ଯେପରି ଉଦ୍ୟାନ କରାଯାଇଛି ତାହା ସମସ୍ତେ ଦେଖିବାର ସୁଯୋଗ ନ ଥାଏ। ବର୍ତ୍ତମାନ କିଛି ବର୍ଷ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତି କ୍ରମେ ଏହି ଉଦ୍ୟାନ ନୂଆ ବର୍ଷରେ ଖୋଲାଯାଇଥାଏ।

ଏହା ପରେ ସର୍ବସାଧାରଣଙ୍କୁ ପ୍ରବେଶ ନିଷେଧ କରାଯାଇଥାଏ।

Lokaseba ଲୋକସେବା ଭବନ ଲୋକସେବା ଭବନ ଉଦ୍ୟାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.