Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୮ରୁ ଆରମ୍ଭ ହେବ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା
ଆଜିର ଖବର

ଜୁଲାଇ ୮ରୁ ଆରମ୍ଭ ହେବ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ଥରର ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଜୁଲାଇ ୮ରୁ ଆରମ୍ଭ ହୋଇ ଜୁଲାଇ ୧୪ରେ ଶେଷ ହେବ। ସକାଳ ୯ଟାରୁ ୧୧ଟା୩୦ ମିନିଟ୍‌ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ୮ତାରିଖରୁ ଆରମ୍ଭ ହୋଇ ୧୬ ତାରିଖ ଯାଏଁ ଚାଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜାରା ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମେ ୨୧ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ପରୀକ୍ଷା ଦେଇଥିବା ମୋଟ୍‌ ୨ ଲକ୍ଷ ୫ ଜହାର ୪୭୦ ଜଣ ଛାତ୍ରୀ ଦଶମ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ।

exam Odisha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ହକି ବିଶ୍ଵକପ-୨୦୨୬: ଆଜି ଇଂଲଣ୍ଡ ବିରୋଧରେ ଇତିହାସ ରଚିବ ଟିମ୍ ଇଣ୍ଡିଆ

August 17, 2026

ଜଳବନ୍ଦୀ ପ୍ରବଣ ଅଞ୍ଚଳଗୁଡ଼ିକରେ ଟ୍ରେନ୍ ଚଳାଚଳ ସୁଗମ କରିବା ପାଇଁ ରେଳ ମନ୍ତ୍ରୀଙ୍କ ସମୀକ୍ଷା

August 17, 2026

90,000 କୋଟିର ଚୁକ୍ତି!: ଭାରତକୁ ଛଅଟି ଘାତକ ବୁଡ଼ାଜାହାଜ ଯୋଗାଇବ ଜର୍ମାନୀ

August 17, 2026

ଭତ୍ତା ପାଇଁ ଭିନ୍ନକ୍ଷମ ପୁଅକୁ କାନ୍ଧରେ ବୋହିଲା ବାପା

August 17, 2026
Latest News

ହକି ବିଶ୍ଵକପ-୨୦୨୬: ଆଜି ଇଂଲଣ୍ଡ ବିରୋଧରେ ଇତିହାସ ରଚିବ ଟିମ୍ ଇଣ୍ଡିଆ

August 17, 2026

ଜଳବନ୍ଦୀ ପ୍ରବଣ ଅଞ୍ଚଳଗୁଡ଼ିକରେ ଟ୍ରେନ୍ ଚଳାଚଳ ସୁଗମ କରିବା ପାଇଁ ରେଳ ମନ୍ତ୍ରୀଙ୍କ ସମୀକ୍ଷା

August 17, 2026

90,000 କୋଟିର ଚୁକ୍ତି!: ଭାରତକୁ ଛଅଟି ଘାତକ ବୁଡ଼ାଜାହାଜ ଯୋଗାଇବ ଜର୍ମାନୀ

August 17, 2026

“୨୪ ଘଣ୍ଟା ମଧ୍ୟରେ ‘ମାନସିକ ନକ୍ସଲ’ ଙ୍କ ପରିଚୟ ମିଳିଛି”: ଚିଦାମ୍ବରମଙ୍କୁ ବିଜେପି ର ଆକ୍ରମଣ

August 17, 2026

ସମାଜ ର ନୂଆ ସଂପାଦକ ହେଲେ ବାମାପଦ ତ୍ରିପାଠୀ, ଗୋପୀନାଥ ବାରିକ ମୁଖ୍ୟ ପରିଚାଳକ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.