ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। ଲୋକସେବା ଭବନ
ବୈଧ ପ୍ରଦୂଷଣ ପ୍ରମାଣପତ୍ର ନାହିଁ ତ ତେଲ ନାହିଁ: ତୈଳ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାରDecember 21, 2025