ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। ଲୋକସେବା ଭବନ
ଇଣ୍ଡିଗୋ ସଙ୍କଟ ମଧ୍ୟରେ ଯାତ୍ରୀଙ୍କ ପାଇଁ ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଶସ୍ତା ଟିକେଟ୍ ସହ ମାଗଣା ସିଟ୍ ଅପଗ୍ରେଡ୍December 7, 2025