Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୭ ବର୍ଷ ବୟସରେ ବଲିଉଡ୍‌ ବୋଲ୍ଡ ଅଭିନେତ୍ରୀ ଦିଶା ପଟ୍ଟାନୀ
ଆଜିର ଖବର

୨୭ ବର୍ଷ ବୟସରେ ବଲିଉଡ୍‌ ବୋଲ୍ଡ ଅଭିନେତ୍ରୀ ଦିଶା ପଟ୍ଟାନୀ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ନାୟିକା ଦିଶା ପଟ୍ଟାନୀ ଆଜି ୨୭ ବର୍ଷରେ ପଦାର୍ପଣ କରିଛନ୍ତି। ତେଲଗୁ ଫିଲ୍ମ ‘ଲୋଫର୍‌’ରୁ ଅଭିନୟ କ୍ୟାରିଅର୍‌ ଆରମ୍ଭ କରିଥିବା ଏହି ଅଭିନେତ୍ରୀ ଜଣକ ବଲିଉଡ୍‌ରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। ଦିଶାଙ୍କ ଡ୍ୟାନ୍ସ ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ। ଅଭିନୟଠାରୁ ରିଲେସନ୍‌ସିପ୍‌କୁ ନେଇ ବେଶ୍‌ ଚର୍ଚ୍ଚିତ ଏହି ଅଭିନେତ୍ରୀଜଣକ। ବଲିଉଡ୍‌ର ନାୟକ ଟାଇଗର ଶ୍ରଫ୍‌ଙ୍କ ଗାର୍ଲଫ୍ରେଣ୍ଡ୍‌ ଭାବରେ ସେ ବେଶ୍‌ ଚର୍ଚ୍ଚାରେ। ଏକ ମ୍ୟୁଜିକ୍‌ ଭିଡିଓରେ କାମ କରିବା ପରେ ଦୁହେଁ ପ୍ରେମରେ ପଡ଼ିଥିଲେ। ‘ଧୋନୀ – ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଜରିଆରେ ବଲିଉଡ୍‌ରେ ପାଦ ଥାପି ଥିବା ଦିଶା ପଟ୍ଟାନୀ ଟାଇଗର ଶ୍ରଫ୍‌ଙ୍କ ସହ ‘ବାଗୀ-୨’ରେ ମଧ୍ୟ ନଜର ଆସିଥିଲେ। ନିକଟରେ ସେ ସଲମାନ୍‌ଙ୍କ ଅଭିନୀତ ‘ଭାରତ’ରେ ମଧ୍ୟ ନଜର ଆସିଛନ୍ତି। ୨୭ବର୍ଷୀୟା ଏହି ବୋଲ୍ଡ ଅଭିନେତ୍ରୀଙ୍କୁ ଜନ୍ମଦିନର ଢେର୍‌ ସାରା ଶୁଭେଚ୍ଛା।

birthday Bollywood dishapattani thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026
Latest News

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026

ଅମୁଲ ପରେ ମଦର ଡେରୀ ମଧ୍ୟ କ୍ଷୀରର ମୂଲ୍ୟରେ ବୃଦ୍ଧି କଲା

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.