Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟପାଳଙ୍କ ନୟାଗଡ ଗସ୍ତ: ଦର୍ପନାରାୟଣପୁର ଡାକ୍ତରଖାନା କଲେ ପରିଦର୍ଶନ
ଆଜିର ଖବର

ରାଜ୍ୟପାଳଙ୍କ ନୟାଗଡ ଗସ୍ତ: ଦର୍ପନାରାୟଣପୁର ଡାକ୍ତରଖାନା କଲେ ପରିଦର୍ଶନ

January 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ରାଜ୍ୟପାଳ ରଘୁବର ଦାସଙ୍କ ନୟାଗଡ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏହି ଅବସରରେ ସେ ରଣପୁର ବ୍ଲକ ଅଧିନସ୍ଥ ଦର୍ପନାରାୟଣପୁର ଡାକ୍ତରଖାନାରେ ପହଂଚି ଡାକ୍ତରଖାନାର ସ୍ଥିତି ସମୀକ୍ଷା କରିଥିଲେ। ଏହା ସହ ଡାକ୍ତରଖାନାର ଡାକ୍ତର ଓ ରୋଗୀଙ୍କ ସହିତ ଆଲୋଚନା କରି ଡାକ୍ତରଖାନାର ଭଲମନ୍ଦ ବୁଝିଥିଲେ।

ଏହି ଅବସରରେ ସ୍ଥାନୀୟ ଅଧିବାସୀମାନେ ରାଜ୍ୟପାଳଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଜଣାଇବା ସହ ତାର ସମାଧାନ ପାଇଁ ଗୁହାରି କରିଥିଲେ। ଧାନ ମଣ୍ଡିରେ କଟଣି ଛଟଣି ନେଇ ଦର୍ପନାରାୟଣପୁର ଗ୍ରାମବାସୀମାନେ ରାଜ୍ୟପାଳଙ୍କୁ ଅଭିଯୋଗ କରିଥିଲେ। ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ନୟାଗଡ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଦର୍ପନାରାୟଣପୁର ନୟାଗଡ଼ ଜିଲ୍ଲା ନୟାଗଡ ଜିଲ୍ଲାପାଳ ରଘୁବର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.