Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ
ଆଜିର ଖବର

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Jagannath-Temple-Puri
Jagannath-Temple-Puri

ପୁରୀରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ତୃତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆଇନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଜିଲ୍ଲାପାଳ ବଳବନ୍ତ ସିଂହ, ଉପ ଜିଲ୍ଲାପାଳ, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକରେ ରଥଯାତ୍ରା ତଥା ମହାପ୍ରଭୁଙ୍କର ଦେବସ୍ନାନ ପୂର୍ଣ୍ଣିମା, ବାହୁଡ଼ା ଯାତ୍ରା, ସୁନାବେଶ ଓ ନୀଳାଦ୍ରି ବିଜେ ଆଦି କିପରି ସୁରୁଖୁରୁରେ ସମ୍ପନ୍ନ ହେବ, ସେ ସମ୍ପର୍କରେ ଗୁରୁତ୍ବ  ଦିଆଯାଇଥିଲା। ସେହିଭଳି ରଥଯାତ୍ରା ସମୟରେ ସ୍ବାସ୍ଥ୍ୟ, ପରିମଳ, ସୁରକ୍ଷା, ଗମନାଗମନ, ରେଳ ଚଳାଚଳ ଓ ଯାତ୍ରୀଙ୍କ ରହଣିଙ୍କୁ ନେଇ ମଧ୍ୟ ଆଲୋଚନା କରାଯାଇଥିଲା। ସେହିପରି ରଥକାଠକୁ ନେଇ ଚର୍ଚ୍ଚା କରାଯାଇଥିଲା। ରଥଯାତ୍ରା ସମୟରେ କଟକ, ଭୁବନେଶ୍ୱର ଓ ପୁରୀ ମଧ୍ୟରେ ଅଧିକ ୨୦୦ଟି ବସ୍‌ ଓ ପୁରୀକୁ ୧୯୨ଟି ଟ୍ରେନ ଚଳାଚଳ କରିବ ବୋଲି ସୂଚନା ରହିଛି।

comittee lawminister pratapjena rathayatra thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026
Latest News

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.