Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍ : ଅରୁଣ ସାହୁ
ଆଜିର ଖବର

ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍ : ଅରୁଣ ସାହୁ

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଶ୍ବବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ଶିକ୍ଷା ବର୍ଷରୁ ସମସ୍ତ ବିଶ୍ବବିଦ୍ୟାଳୟରେ ଏକକ ସିଲାବସ୍‌ ଲାଗୁ କରିବା ପାଇଁ ନିଷ୍ପତ୍ତି କରାଯାଇଛି । ଏଥିସହିତ ଉଚ୍ଚ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ପାଇଁ ମଧ୍ୟ ବୈଠକରେ ଚର୍ଚ୍ଚା ହୋଇଥିଲା । ସେହିପରି ବିଭିନ୍ନ ମହାବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ଅତିଶୀଘ୍ର ପୂରଣ ହେବ ବୋଲି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ।  ଏହାଛଡ଼ା ଭାରତୀୟ ପ୍ରଶାସନିକ ପରୀକ୍ଷା ପାଇଁ ରାଜ୍ୟର ୧୦୦ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ତେବେ ସେଥିରୁ ୮୬ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଯେଉଁ ମାନଙ୍କୁ କୋଚିଂ ଓ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.