Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଜାତୀୟ ଯୁବ ଦିବସ ଓ ବିବେକାନନ୍ଦ ଜୟନ୍ତୀ ଉତ୍ସବ ପାଳିତ
ଆଜିର ଖବର

କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଜାତୀୟ ଯୁବ ଦିବସ ଓ ବିବେକାନନ୍ଦ ଜୟନ୍ତୀ ଉତ୍ସବ ପାଳିତ

January 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ କନ୍ଦର ଚୌଧୁରୀ): ବ୍ରହ୍ମପୁର ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଜାତୀୟ ଯୁବ ଦିବସ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଛି।

ଅନୁଷ୍ଠାନର ନିର୍ଦ୍ଦେଶକ ଡଃ ଦେବାନନ୍ଦ ଦାସଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପୁର୍ବାହ୍ନରେ ବଡଡାକ୍ତରଖାନା ପରିସରରେ ଅବସ୍ଥିତ ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୁର୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ସହରର ବିଭିନ୍ନ ଶିକ୍ଷା ଓ ସେବା ଅନୁଷ୍ଠାନ ପକ୍ଷରୁ ପ୍ରାୟ ୮୦୦ ଛାତ୍ର ଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା, ଲୋକସେବକ ମଣ୍ଡଳ ସଦସ୍ୟ ରାଜେନ୍ଦ୍ର କୁମାର ଯେନା, ଆଇ ଏସ୍ ଆର୍ ଡି ନିର୍ଦେଶକ ସୁଧୀର ସାବତ,ଆର୍ ଏମ୍ ଆଇ ଟି ନିର୍ଦେଶକ ଇଁ ଜିତେନ୍ଦ୍ର କୁମାର ପଣ୍ଡା, ସକ୍ଷୀ କେନ୍ଦ୍ର ପ୍ରଶାସିକା ମହେଶ୍ୱତା ପାଢ଼ୀ, ସ୍ନେହମୟୀ ପାଢ଼ୀଙ୍କ ସମେତ ବହୁ ସ୍ଵେଚ୍ଛାସେବୀଙ୍କ ଗହଣରେ ଏକ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଶୋଭାଯାତ୍ରାରେ ସ୍ବାମୀ ବିବେକାନନ୍ଦଙ୍କ ନାମରେ ସ୍ଲୋଗାନ ଦେଇ ସହର ପରିକ୍ରମା ପରେ ବିଜୁପଟ୍ଟନାୟକ ସଂସ୍କୃତି ଭବନରେ ସଭା କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟ ରଖି ସ୍ବାମୀଜୀଙ୍କ ଚିନ୍ତାଧାରାରେ ଅନୁପ୍ରାଣିତ ହୋଇ ସୁନ୍ଦର ଭବିଷ୍ୟତ ଗଢ଼ିବା ପାଇଁ ଆହ୍ୱାନ ପ୍ରଦାନ କରିଥିଲେ। ଆଜିର ଯୁବସମାଜ ସଚେତନତା ଅଭାବ ରୁ ପଥଭ୍ରଷ୍ଟ ହୋଇ ନିଶାଗ୍ରସ୍ତ ଓ ଗୁଟଖା ସେବନ କୁ ଗ୍ରହଣ କରି ବିଭିନ୍ନ ଦୁରାରୋଗ୍ୟ ରେ ପୀଡ଼ିତ ହେଉଛନ୍ତି ଓ ବିଶେଷକରି କର୍କଟ ରୋଗରେ ଆକ୍ରାନ୍ତ ହୋଇ ବହୁ କଷ୍ଟ ଭୋଗ କରୁଛନ୍ତି। ସେଥିପାଇଁ କର୍କଟ ମୁକ୍ତ ଭାରତର ନିହାତି ଆବଶ୍ୟକ ବୋଲି ବକ୍ତବ୍ୟ ପ୍ରଦାନ କରିବା ସହ ଉପସ୍ଥିତ ଯୁବସମାଜ କୁ ସଙ୍କଳ୍ପ କରାଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ନିର୍ମଳା ଦାସ, ଦେବରାଜ ରାଉତ, ସରୋଜ ସାହୁ,ସ୍ନୀଗ୍ଧା ମହାରଣା ଓ କଲ୍ୟାଣୀ ଦାସଙ୍କ ସମେତ ବହୁ ପ୍ରତିନିଧି ସହଯୋଗ କରିଥିଲେ।

କ୍ରାନ୍ତି ଅନୁଷ୍ଠାନ ଜାତୀୟ ଯୁବ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026
Latest News

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.