Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା ପାଇଁ ଭାରତ ଓ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ବାତିଲ୍‌
ଆଜିର ଖବର

ବର୍ଷା ପାଇଁ ଭାରତ ଓ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ବାତିଲ୍‌

June 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Ind vs newszland match has been abandoned
Ind vs newszland match has been abandoned

ଚଳିତ ବିଶ୍ୱକପରେ ଆଉ ଏକ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଛି। ଗୁରୁବାର ଟ୍ରେଣ୍ଟ ବ୍ରିଜରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ ମ୍ୟାଚ ବର୍ଷା ପାଇଁ ବାତିଲ୍‌ ହୋଇଛି। ମ୍ୟାଚ୍ ବାତିଲ ହେବା ଦ୍ୱାରା ଉଭୟ ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ଦଳକୁ ୧-୧ ପଏଣ୍ଟ ମିଳିଛି। ନ୍ୟୁଜିଲ୍ୟାଣ୍ଡ୍ ୭ ପଏଣ୍ଟ ସହ ଶୀର୍ଷରେ ସ୍ଥିର ରହିଥିବାବେଳେ ଭାରତ ୫ ପଏଣ୍ଟ ସହ ତୃତୀୟ ସ୍ଥାନକୁ ଉଠିଛି। ଅଷ୍ଟ୍ରେଲିଆ ୬ ପଏଣ୍ଟ ସହ ଦ୍ୱିତୀୟରେ ରହିଛି। ତେବେ ୪ ପଏଣ୍ଟ ସହ ଇଂଲଣ୍ଡ ଚତୁର୍ଥ ସ୍ଥାନକୁ ଖସି ଆସିଛି। ଏହା ପୂର୍ବରୁ ବିଶ୍ବକପ୍‌ର ଆଉ ତିନୋଟି ମ୍ୟାଚ୍‌ ବର୍ଷା ଯୋଗୁଁ ବାତିଲ୍‌ ହୋଇଛି। ପାକିସ୍ତାନ ବନାମ ଶ୍ରୀଲଙ୍କା, ବାଂଲାଦେଶ ଓ ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକା ବନାମ ୱେଷ୍ଟଇଣ୍ଡିଜ୍ ମ୍ୟାଚ୍‌ ବର୍ଷା ଯୋଗୁଁ ବାତିଲ୍‌ ହୋଇଥିଲା।

indvsnz match thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026

ରାଜ୍ୟରେ ପୁଣି ତେଜିଲା ମେଟ୍ରୋ ରାଜନୀତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.