Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ୍‌-ନକ୍ସଲ ଏନ୍‌କାଉଣ୍ଟର, ୨ ନକ୍ସଲ ମୃତ
ଆଜିର ଖବର

ପୋଲିସ୍‌-ନକ୍ସଲ ଏନ୍‌କାଉଣ୍ଟର, ୨ ନକ୍ସଲ ମୃତ

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
2 naxal died
2 naxal died

ଛତିଶଗଡ଼ ପୋଲିସର ଏନକାଉଣ୍ଟରରେ ୨ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଏହି ଏନକାଉଣ୍ଟର ସଙ୍ଗଠିତ ହୋଇଛି। ଛତିଶଗଡର କାଙ୍କେର ଜିଲ୍ଲାର ତାଡକୋଇ ଅଂଚଳରେ ଜିଲ୍ଲା ସଂରକ୍ଷିତ ଗାର୍ଡ ଗୁଇନ୍ଦା ସୂଚନା ପାଇ ଏନକାଉଣ୍ଟର କରିଥିଲେ। ଦୀର୍ଘ ସମୟ ଧରି ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିକାଣ୍ଡ ଘଟିଥିଲା। ଘଟଣାସ୍ଥଳରୁ ୨ ଜଣ ନକ୍ସଲଙ୍କ ମୃତଦେହ ସମେତ ଅସ୍ତ୍ରଶସ୍ତ୍ର,ଗୁଳି ଓ ବନ୍ଧୁକ ଉଦ୍ଧାର ହୋଇଛି। ଛତିଶଗଡର ଆଣ୍ଟି ନକ୍ସଲ ଅପରେସନ ଡିଆଇଜିପି ପି ସୁନ୍ଦରରାଜ ଏହି ଖବରକୁ ଟ୍ବିଟ୍ଟର ଜରିଆରେ ସ୍ପଷ୍ଟ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.