Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆାସାମ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଫେସ୍‌ବୁକ୍‌ ପୋଷ୍ଟ : ୨ ଗିରଫ
ଆଜିର ଖବର

ଆାସାମ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଫେସ୍‌ବୁକ୍‌ ପୋଷ୍ଟ : ୨ ଗିରଫ

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
2 Arrested For Social Media Posts Against Assam, Tripura Chief Ministers
2 Arrested For Social Media Posts Against Assam, Tripura Chief Ministers

ଆସାମ ଏବଂ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଫେସ୍‌ବୁକ୍‌ରେ ପୋଷ୍ଟ କରି ଗିରଫ ହୋଇଛନ୍ତି ୨ ଯୁବକ। ଆସାମରେ ଶାସକ ବିଜେପି ମିଡିଆ ସେଲ୍‌ର ଜନୈକ କାର୍ଯ୍ୟକର୍ତ୍ତା ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲଙ୍କ ବିରୋଧରେ ଫେସ୍‌ବୁକ୍‌ରେ କିଛି ଆପତ୍ତିଜନକ ପୋଷ୍ଟ କରି ଗିରଫ ହୋଇଥିବା ବେଳେ ସମାନ ଭାବରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ପାଇଁ ଅନ୍ୟ ଜଣଙ୍କୁ ଗିରଫ କରାଯାଇଛି। ବିଜେପି ମିଡିଆ ସେଲ୍‌ର ନିତୁମୋନି ବୋରାଙ୍କ ବିରୋଧରେ ରାଜୁ ମହାନ୍ତଙ୍କ ଅଭିଯୋଗ ପରେ ପୋଲିସ ନିତୁମୋନିଙ୍କୁ ଗିରଫ କରିଥିଲା। ଏହା ସହିତ ପୋଲିସ୍‌ ପକ୍ଷରୁ ଅନ୍ୟ ୫ ଜଣଙ୍କୁ ମଧ୍ୟ ଏହି ମାମଲାରେ ପଚରା ଉଚୁରା କରାଯାଇଥିଲା। ଏହା ପରେ ବିପ୍ଲବ୍‌ କୁମାର ଦେବଙ୍କ ବୈବାହିକ ଜୀବନକୁ ନେଇ ଆପତ୍ତିଜନକ ପୋଷ୍ଟ କରିଥିବା ଅନୁପମ ପଲଙ୍କୁ ପୋଲିସ୍‌ ଦିଲ୍ଳୀରୁ ଗିରଫ କରିଛି। ଏପ୍ରିଲ୍‌ ଶେଷ ଭାଗରେ ପଶ୍ଚିମ ଅଗରତାଲାରେ ପଲ୍‌ଙ୍କ ବିରୋଧରେ ଅଭିଯୋଗ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.