Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

January 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା – ଗ୍ରାମୀଣ (ପିଏମଏୱାଇ – ଜି) ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ-ଜନମନର ହିତାଧିକାରୀଙ୍କ ସହ ଆଲୋଚନା କରିବେ ।

ଅନ୍ତିମ ପର୍ଯ୍ୟାୟରେ ଶେଷ ବ୍ୟକ୍ତିଙ୍କୁ ସଶକ୍ତ କରିବା ପାଇଁ ଅନ୍ତ୍ୟୋଦୟର ଲକ୍ଷ୍ୟ ଦିଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରୟାସ ଅନୁଯାୟୀ, ୧୫ ନଭେମ୍ବର ୨୦୨୩ ରେ ଜନଜାତିୟ ଗୌରବ ଦିବସ ଅବସରରେ ବିଶେଷ ଭାବରେ ଦୁର୍ବଳ ଜନଜାତି ଗୋଷ୍ଠୀ (ପିଭିଟିଜି)ର ସାମାଜିକ-ଅର୍ଥନୈତିକ କଲ୍ୟାଣ ପାଇଁ ପିଏମ-ଜନମନର ଶୁଭାରମ୍ଭ କରାଯାଇଥିଲା ।

ପାଖାପାଖି ୨୪,୦୦୦ କୋଟି  ଟଙ୍କାର ବଜେଟ ସହିତ ପିଏମ-ଜନମନ ୯ଟି ମନ୍ତ୍ରଣାଳୟ ମାଧ୍ୟମରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଗୁରୁତ୍ୱାରୋପ କରୁଛି ଏବଂ ପିଭିଟିଜି ପରିବାର ଏବଂ ଘର ଗୁଡ଼ିକୁ ସୁରକ୍ଷିତ ଆବାସ, ବିଶୁଦ୍ଧ ପାନୀୟ ଜଳ ଏବଂ ପରିମଳ, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ପୋଷଣ, ବିଦ୍ୟୁତ୍, ସଡ଼କ ଏବଂ ଟେଲିକମ୍ ଯୋଗାଯୋଗ ଭଳି ମୌଳିକ ସୁବିଧା ପ୍ରଦାନ କରି ପିଭିଟିଜିର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ଏବଂ ସ୍ଥାୟୀ ଜୀବିକା ସୁଯୋଗ ସୃଷ୍ଟି କରିବାର ଲକ୍ଷ୍ୟ ରଖିଛି।

ନରେନ୍ଦ୍ର ମୋଦୀ ପ୍ରଥମ କିସ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Latest News

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.