Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଆଜିର ଖବର

ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

January 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମଗ୍ର ଦେଶର ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପର ଅସାଧାରଣ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ଧାମର ମହର୍ଷି ବାଲ୍ମୀକି ବିମାନବନ୍ଦରକୁ ଉଦ୍‌ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମକର ସଂକ୍ରାନ୍ତିରେ ମନ୍ଦିର ଗୁଡ଼ିକରେ ସ୍ୱଚ୍ଛତା ଅଭିଯାନ ପାଇଁ ଆହ୍ୱାନ ଦେଇଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ଦିନସାରା ମୁଁ ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପର ଅସାଧାରଣ ଉଦ୍ୟମ ଦେଖିଛି। ସବୁ ବର୍ଗର ଲୋକ ଏହି ପ୍ରୟାସକୁ ସମୃଦ୍ଧ କରୁଥିବା ଦେଖି ଖୁସି ଲାଗୁଛି। ଆଗାମୀ ଦିନରେ ଏଭଳି ପ୍ରୟାସକୁ ନମୋ ଆପରେ ପୋଷ୍ଟ କରନ୍ତୁ।

Makar Sankranti narendra modi ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.