Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଏବଂ ଚୀନ ପରସ୍ପର ପାଇଁ ବିପଦ ନୁହନ୍ତି : ଜି ଜିନ୍‌ ପିଙ୍ଗ
ଆଜିର ଖବର

ଭାରତ ଏବଂ ଚୀନ ପରସ୍ପର ପାଇଁ ବିପଦ ନୁହନ୍ତି : ଜି ଜିନ୍‌ ପିଙ୍ଗ

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ ରାଷ୍ଟ୍ରପତି ଜି ଜିନ୍‌ ପିଙ୍ଗ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗୁରୁବାର ଭେଟିଛନ୍ତି । ଭାରତ ଏବଂ ବେଜିଂ ପରସ୍ପରର ପଡୋଶୀ । ଉଭୟ ଦେଶ ପରସ୍ପର ପାଇଁ ବିପଦ ନୁହନ୍ତି ବୋଲି କହିଛନ୍ତି ଜିନ୍‌ ପିଙ୍ଗ । କ୍ରିଜିଗ୍‌ସ୍ତାନର ବିଶକେକ୍‌ରେ ଚାଲିଥିବା ସାଂଘାଇ କର୍ପୋରେସନ୍‌ ବୈଠକରେ ଯୋଗ ଦେବା ଅବସରରରେ ମୋଦିଙ୍କୁ ଭେଟିବା ସହିତ ଏହି ମନ୍ତବ୍ୟ ଦେଇଛନ୍ତି ଜିନ୍‌ ପିଙ୍ଗ । ଉଭୟ ରାଷ୍ଟର ସୀମାରେ ସ୍ଥିରତା ବଜାୟ ରଖିବା ପାଇଁ ଉଭୟ ରାଷ୍ଟ୍ର ପ୍ରତିଶ୍ରୁତି ବଦ୍ଧ ବୋଲି ଜିନ୍‌ ପିଙ୍ଗ କହିଛନ୍ତି । ଉଭୟ ରାଷ୍ଟ୍ର ବିକାଶ ପାଇଁ ପରସ୍ପର ଉପରେ ନିର୍ଭରଶୀଳ ତେଣୁ ଉଭୟ ରାଷ୍ଟ୍ର ପରସ୍ପର ପାଇଁ ବିପଦ ନୁହନ୍ତି ବୋଲି ଜିନ୍‌ପିଙ୍ଗ କହିଛନ୍ତି । ଉଭୟ ରାଷ୍ଟ୍ର ମଧ୍ୟରେ ରହିଥିବା 3488 କିମିର ସୀମା ନିମନ୍ତେ 21 ଥର ଦ୍ବିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲେ ମଧ୍ୟ ଏହା ବିଫଳ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026
Latest News

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.