Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ମସ୍ତିଷ୍କ ଜ୍ବର ଆତଙ୍କ : ମୃତ୍ୟୁ ସଂଖ୍ୟା ୫୭କୁ ବୃଦ୍ଧି
ଆଜିର ଖବର

ବିହାରରେ ମସ୍ତିଷ୍କ ଜ୍ବର ଆତଙ୍କ : ମୃତ୍ୟୁ ସଂଖ୍ୟା ୫୭କୁ ବୃଦ୍ଧି

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ମସ୍ତିଷ୍କ ଜ୍ବର ଏହାର ଆତଙ୍କ ବୃଦ୍ଧି କରିଚାଲିଛି। ମୁଜାଫରପୁରରେ ମସ୍ତିଷ୍କ ଜ୍ବରରେ ଶିଶୁଙ୍କ ମୃତ୍ୟୁ ସଂଖ୍ୟା ୫୭କୁ ବୃଦ୍ଧି ପାଇଛି। ବିଗତ ୧୫ ଦିନ ମଧ୍ୟରେ ରାଜ୍ୟରେ ୫୭ ଶିଶୁଙ୍କ ମୃତ୍ୟୁ ହୋଇଥିବା ନେଇ ବିହାର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଲ ପାଣ୍ଡେ ସୂଚନା ଦେଇଛନ୍ତି। ଶ୍ରୀ କ୍ରୀଷ୍ଣା ମେଡିକାଲ କଲେଜ୍‌ରେ ୪୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୦ ଜଣଙ୍କର କେଜ୍ରିଓ୍ବାଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ପରସ୍ଥିତି ଉପରେ ନଜର ରଖାଯାଇଛି ଏବଂ ଖୁବ୍‌ ଶୀଘ୍ର ଏହାକୁ ନିୟନ୍ତ୍ରଣକୁ ଅଣାଯିବ ବୋଲି କହିଛନ୍ତି ପାଣ୍ଡେ। ମୁଜାଫରପୁରରେ ଏହି ଘଟଣାର ତଦନ୍ତ ନିମନ୍ତେ ଜଣେ ପ୍ରଫେସର, ତିନି ସହଯୋଗୀ ପ୍ରଫେସର, ୯ ଜଣ ଡାକ୍ତରଙ୍କୁ ନେଇ ଗଠିତ କମିଟି ଏହି ଘଟଣାର ତଦନ୍ତ କରିବେ। ସେହିପରି ସରକାର ସମସ୍ତ ଡାକ୍ତରଖାନାରେ ଅଧିକ ଖଟିଆର ବ୍ୟବସ୍ଥା କରାଯାଇଛି ବୋଲି ପାଣ୍ଡେ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.