Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର
ଆଜିର ଖବର

ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

January 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜିଠାରୁ ଦୁଇ ଦିନ ପର୍ଯ୍ୟନ୍ତ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ଷ୍ଟେସନ ମୁଖ୍ୟାଳୟ, ସ୍ଥଳସେନା ଷ୍ଟେସନ, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ। ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷା ପେନସନଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେ ସମାଧାନ କରାଯିବ ।

ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନା ମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ କୋଷାଗାର ଅଧିକାରୀ, ପେନସନଭୋଗୀ ଓ ସେମାନଙ୍କର ପରିବାରବର୍ଗ ଏହି ଶିବିରରେ ଯୋଗଦେବେ । ୧୮ ତାରିଖ ପୂର୍ବାହ୍ନ ୧୦ଟାରୁ ପେନସନ ଶିବିର ଆରମ୍ଭ ହେବ । ପେନସନ ସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ନିମ୍ନୋକ୍ତ ନୋଡାଲ ଅଧିକାରୀଙ୍କୁ ନିର୍ଦ୍ଧାରିତ ଆବେଦନପତ୍ରରେ ଆବେଦନ ପଠାଇପାରିବେ।

ନୋଡାଲ ଅଧିକାରୀ ଏବଂ ତାଙ୍କ ଠିକଣା ହେଲା – ଚଣ୍ଡିଚରଣ ଚାଟାର୍ଜୀ (ଏସଏଓ), କାର୍ଯ୍ୟାଳୟ : ଆଇଏଓ (ଏ), ଠିକଣା – ୬୫୪, ସହିଦ ନଗର, ଭୁବନେଶ୍ୱର, ଓଡ଼ିଶା – ୭୫୧୦୦୭, ଫୋନ ନମ୍ବର : ୯୪୩୪୯୩୯୯୫୯, ଇମେଲ୍‌ ଆଇଡି : chandichatterjee.dad@hub.nic.in । ଆହୁରି ଅବସରପ୍ରାପ୍ତ କର୍ମଚାରୀମାନେ  ଆବଶ୍ୟକ ଜରୁରି କାଗଜପତ୍ର ସହ ଉପରୋକ୍ତ ଠିକଣାରେ ସକାଳ ସାଢେ ୮ଟା ସୁଦ୍ଧା ଉପସ୍ଥିତ ହେବାକୁ କୁହାଯାଇଛି।

bhubaneswar pension adalat ଅଭିଯୋଗ ସମାଧାନ ଶିବିର ପ୍ରତିରକ୍ଷା ପେନସନ୍
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.