Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୁ ଶ୍ରୀରାମଙ୍କ ପ୍ରତି ପଶ୍ଚିମବଙ୍ଗ ଲୋକଙ୍କ ଅପାର ଶ୍ରଦ୍ଧା ରହିଛି: ପ୍ରଧାନମନ୍ତ୍ରୀ
ଆଜିର ଖବର

ପ୍ରଭୁ ଶ୍ରୀରାମଙ୍କ ପ୍ରତି ପଶ୍ଚିମବଙ୍ଗ ଲୋକଙ୍କ ଅପାର ଶ୍ରଦ୍ଧା ରହିଛି: ପ୍ରଧାନମନ୍ତ୍ରୀ

January 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ପଶ୍ଚିମବଙ୍ଗ ଲୋକଙ୍କ ଅପାର ଶ୍ରଦ୍ଧା ରହିଛି ।

ଭଗବାନ ଶ୍ରୀ ରାମଙ୍କ ପ୍ରସିଦ୍ଧ ଭଜନ ‘ମୋନ୍ ଜପୋ ନାମ’କୁ ଗାଇଥିବା ପାୟଲ କରଙ୍କ ଗୀତ ମଧ୍ୟ ସେ ସେୟାର କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ପଶ୍ଚିମବଙ୍ଗ ଲୋକଙ୍କ ଅପାର ଶ୍ରଦ୍ଧା ରହିଛି। ଏଠାରେ ପ୍ରସିଦ୍ଧ ନଜରୁଲ ଗୀତି ମୋନ୍ ଜପୋ ନାମକୁ ସେୟାର କରୁଛି।’

The people of West Bengal have immense reverence towards Prabhu Shri Ram.

Here is the iconic Nazrul Geeti Mono Jopo Naam. #ShriRamBhajan https://t.co/eW14VohNbH

— Narendra Modi (@narendramodi) January 20, 2024

narendra modi ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ପ୍ରଭୁ ଶ୍ରୀ ରାମ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.