Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନଙ୍କୁ ମିଳିଲା ନୂଆ ଦାୟିତ୍ବ
ଆଜିର ଖବର

କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନଙ୍କୁ ମିଳିଲା ନୂଆ ଦାୟିତ୍ବ

January 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ୱର: ସାରା ଓଡ଼ିଶାରେ “ଦେଶ ପାଇଁ ଦାନ” ଅଭିଯାନର କାର୍ଯ୍ୟକ୍ରମକୁ ସୁଗମ ଏବଂ ସଫଳ କରିବା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସୁପାରିଶକୁ ଏଆଇସିସି ଅନୁମୋଦନ କରି ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନଙ୍କୁ ଉକ୍ତ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ।

ଏହା ସହିତ କାର୍ଯ୍ୟକ୍ରମର ବିଭିନ୍ନ ଦିଗର ତଦାରଖ ତଥା ପରିଚାଳନା ପାଇଁ ବ୍ୟକ୍ତି ବିଶେଷଙ୍କୁ ନେଇ ଏକ କମିଟି ଗଠନ କରିବାକୁ ଶ୍ରୀ ହରିଚନ୍ଦନଙ୍କୁ ଅନୁମତି ଦିଆଯାଇଛି ବୋଲି ପିସିସି ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ଏକ ପ୍ରେସବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି।

ପ୍ରସାଦ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026
Latest News

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.