Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡକ ଦୁର୍ଘଟଣାରେ ଚଳଚିତ୍ର ନିର୍ଦ୍ଦେଶକ ସୁଧାକାର ବସନ୍ତ ଗୁରୁତର, କାର ଭାଙ୍ଗି ଚୁରମାର
ଆଜିର ଖବର

ସଡକ ଦୁର୍ଘଟଣାରେ ଚଳଚିତ୍ର ନିର୍ଦ୍ଦେଶକ ସୁଧାକାର ବସନ୍ତ ଗୁରୁତର, କାର ଭାଙ୍ଗି ଚୁରମାର

January 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡକ ଦୁର୍ଘଟଣାରେ ଚଳଚିତ୍ର ନିର୍ଦ୍ଦେଶକ ସୁଧାକାର ବସନ୍ତ ଗୁରୁତର, କାର ଭାଙ୍ଗି ଚୁରମାର

କଟକ: ଓଡିଆ ଚଳଚିତ୍ରର ପ୍ରଖ୍ୟାତ ନିର୍ଦ୍ଦେଶକ ସୁଧାକାର ବସନ୍ତ କାର ଦୁର୍ଘଟଣାରେ ଗୁରୁତର ହୋଇ ପଡିଛନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କ କାର ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ସୁଧାକାରଙ୍କୁ କାର ଡୋର କାଟି ଭିତରୁ ବାହାର କରାଯାଇଥିଲା। ତାଙ୍କୁ ତୁରନ୍ତ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ତାଙ୍କ ଅବସ୍ଥା ଭଲ ନାହିଁ ବୋଲି ଜଣାପଡିଛି। ସେହିପରି ଡ୍ରାଇଭର ଅବସ୍ଥା ମଧ୍ୟ ଗୁରୁତର ହୋଇପଡିଛି।

ଘଟଣାରୁ ଜଣାପଡିଛି ଯେ, ଗତକାଲି ବିଳମ୍ବିତ ରାତିରେ ସେ ଟାଙ୍ଗିରୁ ଫେରୁଥିବା ବେଳେ ମଙ୍ଗୁଳି ଛକରେ ଏକ ଟ୍ରକ ପଛକୁ ତାଙ୍କ କାର ପିଟିଦେଲା। ଫଳରେ ଘଟଣା ସ୍ଥଳରେ ତାଙ୍କ କାର ଭାଙ୍ଗି ଚୁରମାର ହୋଇଯାଇଛି। ତେବେ କାର ଭିତରୁ ତାଙ୍କୁ ବାହାର କରିବା ସମ୍ଭବ ହୋଇ ନ ଥିଲା। ଟାଙ୍ଗି ଚୌଦ୍ବାର ଦମକଳ ବାହିନୀ ଆସିବା ପରେ କଟର ସାହାଯ୍ୟରେ କାରକୁ କାଟି ସୁଧାକରଙ୍କୁ ଭିତରୁ ବାହାର କରିଥିଲେ।

accident
Share. Facebook Twitter LinkedIn Email WhatsApp Copy Link

Related Posts

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.