Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଡିଏମ୍‌କେ ନେତା ଏସ୍‌ ସୁବ୍ରମଣିଆନ୍‌ଙ୍କ ପରଲୋକ
ଆଜିର ଖବର

ବରିଷ୍ଠ ଡିଏମ୍‌କେ ନେତା ଏସ୍‌ ସୁବ୍ରମଣିଆନ୍‌ଙ୍କ ପରଲୋକ

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ରାଜ୍ୟସଭା ସାଂସଦ ତଥା ଡିଏମ୍‌କେର ବରିଷ୍ଠ ନେତା ଏସ୍‌ ସୁବ୍ରମଣିଆନ୍‌ ଶୁକ୍ରବାର ପ୍ରାଣ ହରାଇଛନ୍ତି। ଆରିୟାଲୁରର ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି ଏହି ବରିଷ୍ଠ ନେତା। ଡିଏମ୍‌କରେ ୧୯୭୭ରେ ଯୋଗ ଦେଇଥିବା ସୁବ୍ରମଣିଆନ୍‌ ୧୯୮୩ରୁ ୧୯୯୧ ପର୍ଯ୍ୟନ୍ତ ତ୍ରିଚିର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ। ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ବିଧାୟକ ରହିବା ସହିତ ୧୯୯୮ରେ ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ସୁବ୍ରମଣିଆନ୍‌ଙ୍କ ମୃତ୍ୟୁରେ ଡିଏମ୍‌କେ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଆଣିବା ପରେ ଫସିଗଲା ବିଜେଡି, ଦଳ ପାଖରେ ରହିବ ଦୁଇଟି ବିକଳ୍ପ

September 19, 2025

ଓଡିଶାରେ ଆଦି କର୍ମଯୋଗୀ ଅଭିଯାନର ପ୍ରଗତି ସମ୍ପର୍କୀତ ସମୀକ୍ଷୀ ବୈଠକ

September 19, 2025

ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

September 19, 2025

ପୁରାତନ ଦୁର୍ଗା ମେଢ଼ ପାଇଁ ଅନୁଦାନ ଘୋଷଣା କଲା ରାଜ୍ୟ ସରକାର

September 19, 2025
Latest News

ଭାରତ ସମ୍ପର୍କରେ ଆମେରିକାକୁ ରୁଷର ଚେତାବନୀ: ଶୁଳ୍କ ଉପରେ ଦେଲା ବଡ ବିବୃତ୍ତି

September 19, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଆଣିବା ପରେ ଫସିଗଲା ବିଜେଡି, ଦଳ ପାଖରେ ରହିବ ଦୁଇଟି ବିକଳ୍ପ

September 19, 2025

ଓଡିଶାରେ ଆଦି କର୍ମଯୋଗୀ ଅଭିଯାନର ପ୍ରଗତି ସମ୍ପର୍କୀତ ସମୀକ୍ଷୀ ବୈଠକ

September 19, 2025

ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

September 19, 2025

ପୁରାତନ ଦୁର୍ଗା ମେଢ଼ ପାଇଁ ଅନୁଦାନ ଘୋଷଣା କଲା ରାଜ୍ୟ ସରକାର

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.