Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ରାମମନ୍ଦିରରେ ପୂଜାପାଠ ଆରମ୍ଭ କଲେ ମୋଦି
ଆଜିର ଖବର

ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ରାମମନ୍ଦିରରେ ପୂଜାପାଠ ଆରମ୍ଭ କଲେ ମୋଦି

January 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ରାମମନ୍ଦିରରେ ପୂଜାପାଠ ଆରମ୍ଭ କଲେ ମୋଦି

RamLala Pran Pratistha: ଆଯୋଦ୍ଧା ରାମମନ୍ଦିରରେ ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ରାମମନ୍ଦିର ପରିସରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ପାରଂପାରିକ ହିନ୍ଦୁ ପୋଷାକ ପିନ୍ଧି ମନ୍ଦିର ପରିସରରେ ପ୍ରବେଶ କରିଛନ୍ତି। ସେ ସିଂହଦ୍ବାର ଦେଇ ମନ୍ଦିରରେ ପ୍ରବେଶ ପରେ ତାଙ୍କୁ ପୂଜାରୀମାନେ ପାଛୋଟି ନେଇଛନ୍ତି।

ମନ୍ଦିର ମଧ୍ୟରେ ପ୍ରବେଶ ବେଳେ ମୋଦି ହାତରେ ଚାନ୍ଦିର ମୁକୁଟ ସହ ରାମଲାଲଙ୍କ ପୋଷାକ ଧରିଥିଲେ। ସେ ମନ୍ଦିରରେ ପ୍ରଥମେ ସଂକଳ୍ପ ଗ୍ରହଣ କରିଥିଲେ। ଏହାପରେ ଗର୍ଭଗୃହରେ ପ୍ରବେଶ କରି ସେ ପୂଜାପାଠ ଆରମ୍ଭ କରିଛନ୍ତି। ପାଖରେ ଅଛନ୍ତି ଆରଏସଏର ମୁଖ୍ୟ ମୋହନ ଭାଗବତ, ଉତ୍ତରପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ।

ଅଯୋଦ୍ଧା ପ୍ରାଣ ପ୍ରତିଷ୍ଠା ପ୍ରାଣ ପ୍ରତିଷ୍ଠା ସମାରୋହ ରାମମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.