Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିଶିର ବେହେରା ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର
ଆଜିର ଖବର

ଶିଶିର ବେହେରା ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର

June 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
select for kendriya sahitya academy youth award
select for kendriya sahitya academy youth award

ଯୁବ ସାହିତ୍ୟିକ ଶିଶିର ବେହେରା ଏଥର କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ପୁରସ୍କାର ପାଇବା ପାଇଁ ମନୋନିତ ହୋଇଛନ୍ତି। ଶିଶିରଙ୍କ ଦ୍ବାରା ଲିଖିତ ସମାଲଚୋନା ପୁସ୍ତକ ବିମୁଗ୍ଧ ଉଚ୍ଚାରଣ ପାଇଁ ଏହି ପୁରସ୍କାର ପାଇବେ। ତାଙ୍କୁ ପୁରସ୍କାର ସ୍ବରୁପ 50 ହଜାର ଟଙ୍କା ଏବଂ ତାମ୍ର ଫଳକ ପ୍ରଦାନ କରାଯିବ। କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ବାରା ଆୟୋଜିତ ପୁରସ୍କାର ଚୟନ କମିଟ ବସିଥିଲା। ଏହି କମିଟ ବିଭିନ୍ନ ଭାଷାର ଯୁବ ସାହିତ୍ୟିକଙ୍କୁ ଏହି ଯୁବ ପୁରସ୍କାର ପାଇଁ ମନୋନିତ କରିଥିଲେ। ଏହି ପୁରସ୍କାର ସାଧାରଣତଃ 35 ବର୍ଷ ବୟସର ବେଶୀ ହୋଇ ନ ଥିବା ସାହିତ୍ୟିକଙ୍କୁ ପ୍ରଦାନ କରାଯାଇଥାଏ। ଏଥିରେ 23 ଟି ଭାଷାର ଯୁବ ସାହିତ୍ୟିକଙ୍କୁ ପୁରସ୍କାର ପାଇଁ ମନୋନିତ କରାଯାଇଥାଏ। ଓଡିଆ ପୁରସ୍କାର ପାଇଁ ତିନିଜଣ ଜୁରୀ ରହିଥିଲେ। ସେମାନେ ହେଲେ ପାରମିତା ଶତପଥୀ,ଜୟନ୍ତୀ ରଥ ଏବଂ ଡ କ୍ଷୀରୋଦ ଚନ୍ଦ୍ର ବେହେରା। ଶିଶିରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୁରସ୍କାର ପ୍ରଦାନ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.