Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନିତି ଆୟୋଗ ବୈଠକ : ଯୋଗ ଦେବେନି କେସିଆର୍‌ ଏବଂ ମମତା
ଆଜିର ଖବର

ଆଜି ନିତି ଆୟୋଗ ବୈଠକ : ଯୋଗ ଦେବେନି କେସିଆର୍‌ ଏବଂ ମମତା

June 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
kcr and mamta to skip niti aayog
kcr and mamta to skip niti aayog

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ନିତି ଆୟୋଗ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ରାଷ୍ଟ୍ରପତି ଭବନରେ ଅନୁ୍ଷ୍ଠିତ ହେବାକୁ ଯାଉଥିବା ଏହି ବୈଠକ ନିତି ଆୟୋଗର ପଞ୍ଚମ ବୈଠକ। ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ସରକାରର ଦ୍ବିତୀୟ ପାଳିର ଏହା ପ୍ରଥମ ବୈଠକ। ଏହି ବୈଠକରେ ଚାଷ ଏବଂ ଚାଷୀ ସମସ୍ୟା, ମରୁଡି ଏବଂ ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେବ। ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଲ୍ୟୁଟନାଣ୍ଟ ଗଭର୍ଣ୍ଣରଙ୍କୁ ଏହି ବୈଠକକୁ ଆମନ୍ତ୍ରଣ କରାଯାଇଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି। ମମତା ଏହି ବୈଠକକୁ ନିରର୍ଥକ ବୋଲି କହି ଯୋଗ ଦେଉନଥିବା ବେଳେ କେସିଆର ଏକ କୃଷି ଜଳଯୋଗାଣ ପ୍ରକଳ୍ପର ଉଦ୍‌ଘାଟନ ନିମନ୍ତେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି।

kcr mamata meeting newdelhi nitiaayog yesbank thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୧ ଶନିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ “ବୁଦ୍ଧ ସଂଘରେ ୪୦ ବର୍ଷ” ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

January 31, 2026

NSE IPO: ପ୍ରସ୍ତାବିତ ଆଇପିଓ ପାଇଁ ସେବିଠାରୁ ଏନଓସି ହାସଲ କଲା ଏନଏସଇ

January 31, 2026
Latest News

ଆଜି ଫେବୃୟାରୀ ୧ ଶନିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.