Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେତାଜୀ ଏବଂ ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ନେତାଜୀ ଏବଂ ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

January 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନେତାଜୀ ଏବଂ ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରସୁଲଗଡ଼ ଛକରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଭିଏସଏସ ନଗରସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତି ଚାରଣ କରିଥିଲେ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା,ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

netaji ନେତାଜୀ ସୂଚନା ଓ ଲୋକ ସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇବୋଲା ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା

May 26, 2026

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026

ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ, ଭାଷାବିତ୍‌ ତଥା ଲୋକକଥାକାର ଡକ୍ଟର ମହେନ୍ଦ୍ର ମିଶ୍ର ପାଇଲେ ପଦ୍ମଶ୍ରୀ ପୁରସ୍କାର

May 25, 2026

LPG ଓ PNG ସେବା ଯୋଗାଣ ନିୟମକୁ କୋହଳ କଲେ କେନ୍ଦ୍ର ସରକାର

May 25, 2026
Latest News

କର୍ଣ୍ଣାଟକରେ ନେତୃତ୍ୱ ପରିବର୍ତ୍ତନ ହେବ କି? ସିଦ୍ଧରମୈୟା କଂଗ୍ରେସ ହାଇକମାଣ୍ଡଙ୍କୁ ଭେଟିବେ

May 26, 2026

ଇବୋଲା ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା

May 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

May 26, 2026

ମଙ୍ଗଳବାରରେ ଏହି ସାତୋଟି ରାଶି ହେବ ମାଲେମାଲ, ମିଳିବ ଅଦୃଶ୍ୟ ଶକ୍ତିର ସାହାଯ୍ୟ

May 26, 2026

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.