Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ପକ୍ଷରୁ ଓଡିଶାରେ ପ୍ରଥମ: ପରୀକ୍ଷା ମୂଳକ ଭାବେ ଭୁବନେଶ୍ୱରରୁ ଟାଙ୍ଗୀକୁ ଆରମ୍ଭ ହେଲା ଡ୍ରୋନ ସେବା
ଆଜିର ଖବର

ଏମ୍ସ ପକ୍ଷରୁ ଓଡିଶାରେ ପ୍ରଥମ: ପରୀକ୍ଷା ମୂଳକ ଭାବେ ଭୁବନେଶ୍ୱରରୁ ଟାଙ୍ଗୀକୁ ଆରମ୍ଭ ହେଲା ଡ୍ରୋନ ସେବା

January 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ରୁ ପରୀକ୍ଷା ମୂଳକ ଭାବେ ଡ୍ରୋନ ସେବା ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀକୁ ପରୀକ୍ଷା ମୂଳକ ଭାବେ ଆରମ୍ଭ ଡ୍ରୋନ ସେବା ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଭୁବନେଶ୍ୱର ଏମ୍ସରୁ ଉକ୍ତ ସେବାକୁ ଆରମ୍ଭ କରାଯାଇଛି।

ଗୁରୁତର ରୋଗୀଙ୍କୁ ରକ୍ତ ଯୋଗାଣ, ରକ୍ତ ସାମ୍ପଲ ସଂଗ୍ରହ, ଅତି ଜରୁରୀ ଇଞ୍ଜେକ୍ସନ ଔଷଧ ଯୋଗାଣ ପାଇଁ ଉକ୍ତ ସେବାର ଲକ୍ଷ୍ୟ। ଏମ୍ସ ପକ୍ଷରୁ ଓଡିଶାରେ ଏହି ସେବା ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି। ୭୦ କିଲୋମିଟର ପାଇଁ ୩୫ ମିନଟ ସମୟ ଲାଗୁଛି। ଏହି ଡ୍ରୋନ ଅପରାହ୍ନ ୧୨ ଟାରେ ବାହାରି ୧୨ ଟା ୩୫ ରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିଥିଲା।

ଏହି ଡ୍ରୋନ ୫ କେଜି ଓଜନ ପରିବହନ କରିବାର କ୍ଷମତା ରଖିଥିବା ଜଣା ପଡିଛି। ଅତି ଜରୁରୀ ପରିସ୍ଥିତି ରେ ଏହାକୁ ରୋଗୀଙ୍କୁ ନର୍ମାଲ ଟେମ୍ପରଚରରେ ଅତି ଜରୁରୀ ଔଷଧ ସହ ରକ୍ତ ଯୋଗାଣ କରିପାରିବ। ଏହି ଡ୍ରୋନ ପୁନର୍ବାର ଏମ୍ସ ଭୁବନେଶ୍ୱର କୁ ସଫଳତାର ସହ ଆକାଶ ପଥରେ ଫେରିଆସିଛି।

ଆକାଶ ପଥରେ ପକ୍ଷୀ ମାନଙ୍କ ଠାରୁ ଢେର ଉଚ୍ଚ ପ୍ରାୟ ୪୦୦ ଫୁଟ ଉଚ୍ଚତାରେ ଏହି ଡ୍ରୋନ ଉଡାଣ କରିବାର କ୍ଷମତା ରହିଛି ବୋଲି ଡ୍ରୋନ ଟେକନସିଆନ ସୂଚନା ଦେଇଛନ୍ତି। ଆଜି ଏହି ସେବା ପ୍ରଥମ ଉଡାଣରେ ସଫଳ ହୋଇଥିବାରୁ ସମସ୍ତେ ଖୁସି ଅଛନ୍ତି। ତେଣୁ ଏହି ସେବା ଆଗକୁ ପ୍ରତିଦିନ ଜାରୀ ରହିବା ପାଇଁ ଏମ୍ସ ବ୍ୟବସ୍ଥା କରୁଥିବା ଜଣା ପଡିଛି। ଫଳରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରୁଥିବା ରୋଗୀମାନେ ବେଶ ଉପକୃତ ହୋଇ ପାରିବେ।

aiims bhubaneswar khordha tangi ଏମ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଆହୁରୀ ୭ ଦିନ ବର୍ଷା!

July 11, 2026

ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର

July 11, 2026

ଆଜି ଭାରତ ବନାମ ଇଂଲଣ୍ଡ ପଞ୍ଚମ ଟି-୨୦: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

July 11, 2026

ବୃଦ୍ଧାବସ୍ଥାରେ ଆପଣଙ୍କୁ ମିଳିବ ନିଶ୍ଚିତ ମାସିକ ପେନସନ: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

July 11, 2026
Latest News

ରାଜ୍ୟରେ ଆହୁରୀ ୭ ଦିନ ବର୍ଷା!

July 11, 2026

ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର

July 11, 2026

ରୁଷରୁ ତୈଳ କ୍ରୟ ଭାରତର ବଢ଼ାଇବ ସମସ୍ୟା!: ୫୦୦% ଶୁଳ୍କ ପାଇଁ ନୂତନ ବିଲ୍ ଆଣିବ ଆମେରିକା

July 11, 2026

“ମୋଦି ଆମର ଫୋନ୍ ମଧ୍ୟ ଉଠାଉନାହାଁନ୍ତି”:ଦୁଃଖ ମନରେ କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା

July 11, 2026

ଆଜି ଭାରତ ବନାମ ଇଂଲଣ୍ଡ ପଞ୍ଚମ ଟି-୨୦: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.