Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଗଣା ଯାତ୍ରା ପ୍ରଦାନ କଲେ ଦେବାଳିଆ ହେବ ଦିଲ୍ଳୀ ମେଟ୍ରୋ : ଇ ଶ୍ରୀଧରନ୍‌
ଆଜିର ଖବର

ମାଗଣା ଯାତ୍ରା ପ୍ରଦାନ କଲେ ଦେବାଳିଆ ହେବ ଦିଲ୍ଳୀ ମେଟ୍ରୋ : ଇ ଶ୍ରୀଧରନ୍‌

June 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
'Metro Man' Gives "Bankruptcy" Warning To PM Modi On AAP's Free Ride Plan
'Metro Man' Gives "Bankruptcy" Warning To PM Modi On AAP's Free Ride Plan

ଦିଲ୍ଲୀ ମେଟ୍ରୋର ପୂର୍ବତନ ମୁଖ୍ୟ ତଥା ଭାରତର ମେଟ୍ରୋମ୍ୟାନ୍ ଭାବରେ ପରିଚିତ ଇ ଶ୍ରୀଧରନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଲ୍ଳୀ ମେଟ୍ରୋର ମାଗଣା ଯାତ୍ରା ନେଇ ଏକ ଚିଠି ଲେଖିଛନ୍ତି। ଦିଲ୍ଲୀ ମେଟ୍ରୋରେ ମାଗଣା ଯାତ୍ରା ପ୍ରଦାନ କରାଗଲେ ଏହା ଦିଲ୍ଲୀ ମେଟ୍ରୋକୁ ଦେବାଳିଆ କରିଦେବ ବୋଲି ଶ୍ରୀଧରନ୍‌ ଚିଠିରେ ଉଲ୍ଲେଖ କରିଛନ୍ତି। ୨୦୦୨ରେ ମେଟ୍ରୋ ସେବା ଆରମ୍ଭ ହେବା ସମୟରେ ସମସ୍ତେ ଟିକଟ କିଣିବା ଆବଶ୍ୟକ ବୋଲି ନିୟମ ରହିଥିଲା। ଏପରିକି ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ମଧ୍ୟ ଟିକଟ କରି ଯାଇଥିଲେ। ଏହି ନିୟମ ଲାଗୁ କରାଯିବା ଦ୍ବାରା ଡିଏମ୍‌ଆରସି ଉପରେ ଅତିରିକ୍ତ ୧୫୬୭ କୋଟିର ଆର୍ଥିକ ବୋଝ ପଡିବ ଯାହାକି ସଂସ୍ଥାକୁ ଦେବାଳିଆ କରିଦେବ। ତେଣୁ ଦିଲ୍ଲୀ ସରକାରଙ୍କ ପ୍ରସ୍ତାବକୁ ଅଗ୍ରାହ୍ୟ କରିବା ନିମନ୍ତେ ନିବେଦନ କରିଛନ୍ତି ଶ୍ରୀଧରନ୍‌।

delhimetro free thesamikhsya travel
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026
Latest News

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.