Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଧରଣର ଅଦଳବଦଳ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଧରଣର ଅଦଳବଦଳ

January 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା
ଖୋର୍ଦ୍ଧା ଜିଲ୍ଲା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଆଜି ବଡ଼ ଧରଣର ଅଦଳବଦଳ ହୋଇଛି। ନିରାକାରପୁର ଆଇଆଇସି ଭାବେ ଜିଲ୍ଲା ମୁଖ୍ୟାଳୟ ଇନ୍ସପେକ୍ଟର ବିଶ୍ୱଜିତ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ନିରାକାରପୁର ଥାନା ଇନଚାର୍ଜ ଏସଆଇ ପ୍ରସନ୍ନ ଜେନାଙ୍କୁ ସିକୋ ଫାଣ୍ଡି ଅଧିକାରୀ ଭାବେ ନିଯୁକ୍ତି ମିଳିଛି। ସିକୋ ଫାଣ୍ଡି ଅଧିକାରୀ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁଙ୍କ ବାଣପୁର ଥାନା, ଟାଉନ ଥାନା ଏସଆଇ ମନୋଜ ଦାସଙ୍କ ନାଚୁଣୀ ଥାନା, ଟାଉନ ଥାନା ଏସଆଇ ସୁନିତା ବେହେରାଙ୍କ ବାଲୁଗାଁ ଥାନା, ବେଗୁନିଆ ଥାନା ଏସଆଇ ବିନୋଦ ଚନ୍ଦ୍ର ପରିଡ଼ାଙ୍କ ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ, ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ କୁମାର ସାହୁଙ୍କ ବାଙ୍କୋଇ ଫାଣ୍ଡି ଅଧିକାରୀ, ସଦର ଥାନା ଏସଆଇ ସଞ୍ଜୟ ପ୍ରଧାନଙ୍କ ଜଙ୍କିଆ ଥାନାକୁ ବଦଳି ହୋଇଛି।

ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ଭାବେ ଯୋଗଦାନ ଦେଇଥିବା ଏସଆଇ ସୌମ୍ୟରଞ୍ଜନ ପାଇକରାୟ ଓ ଏସଆଇ ଅରବିନ୍ଦ ରାଉଳଙ୍କୁ ଟାଉନ ଥାନା,ଏସଆଇ ରମାକାନ୍ତ ବେହେରାଙ୍କୁ ବେଗୁନିଆ ଥାନାକୁ ନିଯୁକ୍ତି ଦିଆଯାଇଛି। ସେହିଭଳି ଟାଉନ ଥାନା ଏଏସଆଇ ପ୍ରଦୀପ କୁମାର ପ୍ରଧାନଙ୍କ ନାଚୁଣୀ ଥାନା, ଟାଉନ ଥାନା ଏଏସଆଇ ମଞ୍ଜିତ ଇକ୍କାଙ୍କ ସଦର ଥାନା ଏବଂ ବାଣପୁର ଥାନା ଏଏସଆଇ ପୂର୍ଣ୍ଣଚନ୍ଦ୍ର ରେଡ୍ଡୀଙ୍କ ସିକୋ ଫାଣ୍ଡିକୁ ବଦଳି ହୋଇଛି। ଏ ନେଇ ଆଜି ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ଉକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି।

khordha police
Share. Facebook Twitter LinkedIn Email WhatsApp Copy Link

Related Posts

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026
Latest News

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.