Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋପା ଆମେରିକା ଉଦ୍‌ଘାଟନୀ ମ୍ୟାଚ୍‌ : ବ୍ରାଜିଲ୍‌କୁ ବିଜୟୀ କରାଇଲେ କୋଟିନୋ
ଆଜିର ଖବର

କୋପା ଆମେରିକା ଉଦ୍‌ଘାଟନୀ ମ୍ୟାଚ୍‌ : ବ୍ରାଜିଲ୍‌କୁ ବିଜୟୀ କରାଇଲେ କୋଟିନୋ

June 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Philippe Coutinho scored two as Brazil kicked off the Copa Americ
Philippe Coutinho scored two as Brazil kicked off the Copa Americ

ଶୁକ୍ରବାର ଆରମ୍ଭ ହୋଇଛି କୋପା ଆମେରିକା ଫୁଟବଲ୍‌। ଉଦ୍‌ଘମାଟନୀ ମ୍ୟାଚ୍‌ରେ ବ୍ରାଜିଲ୍‌ ୩-୦ ଗୋଲ୍‌ରେ ବଲିଭିଆକୁ ପରାସ୍ତ କରିଛି। ଦ୍ବିତୀୟାର୍ଦ୍ଧରେ ବ୍ରାଜିଲ୍‌ ପକ୍ଷରୁ ବାର୍ସେଲୋନା ଫରଓ୍ବାର୍ଡ ଫିଲିପ୍‌ କୋଟିନୋ ଦୁଇଟି ଗୋଲ୍‌ ସ୍କୋର କରି ଦଳକୁ ବିଜୟୀ କରାଇଥିଲେ। ସାଓପାଓଲୋର ମୋରୁମ୍ବି ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାଞ୍ଚ ଥର ବିଶ୍ବଚାମ୍ପିୟନ୍‌ ଅନାୟାସରେ ବିଜୟୀ ହୋଇଥିଲା। କୋଟିନୋଙ୍କ ବ୍ୟତିତ ବଦଳ ଖେଳାଳି ଏଭରଟନ୍‌ ସୋରସ୍‌ ଅନ୍ତିମ ଗୋଲ ସ୍କୋର କରିଥିଲେ। ମ୍ୟାଚ୍‌ର ୫୦ ଏବଂ ୫୩ ତମ ମିନିଟ୍‌ରେ କୋଟିନୋ ଗୋଲ୍‌ ସ୍କୋର କରିଥିବା ବେଳେ ସୋର୍‌ସ୍‌ ମ୍ୟାଚ୍‌ର ୮୫ ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ।

brazil thesamikhsya won
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ

April 11, 2026

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026
Latest News

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ

April 11, 2026

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

April 11, 2026

ଭାରତ ଏବଂ ମରିସସ ମଧ୍ୟରେ ତୈଳ ଏବଂ ଗ୍ୟାସ ଯୋଗାଣ ପାଇଁ ଚୁକ୍ତିନାମା ଚୂଡ଼ାନ୍ତ

April 11, 2026

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.