Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»JDU ଏବଂ RJD ମଧ୍ୟରେ ବିଗୁଡୁଛି ସମ୍ପର୍କ? ଗଣତନ୍ତ୍ର ଦିବସରେ ନୀତୀଶ ଏବଂ ତେଜସ୍ୱୀଙ୍କ ମଧ୍ୟରେ ଦୂରତା
ଆଜିର ଖବର

JDU ଏବଂ RJD ମଧ୍ୟରେ ବିଗୁଡୁଛି ସମ୍ପର୍କ? ଗଣତନ୍ତ୍ର ଦିବସରେ ନୀତୀଶ ଏବଂ ତେଜସ୍ୱୀଙ୍କ ମଧ୍ୟରେ ଦୂରତା

January 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିହାର ସରକାରରେ ସବୁକିଛି ଠିକ୍ ଚାଲିନାହିଁ। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣିଥରେ ଏନଡିଏରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ଜେଡିୟୁ ଏବଂ ଆରଜେଡି ମଧ୍ୟରେ ଥିବା ତିକ୍ତ ସମ୍ପର୍କକୁ ନେଇ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ବିବୃତ୍ତି ବାହାରି ନାହିଁ। କିନ୍ତୁ ଗତ କିଛି ଦିନ ମଧ୍ୟରେ ବିହାର ରାଜନୀତିକୁ ନେଇ ଯେଉଁ ଘଟଣାକ୍ରମ ସାମ୍ନାକୁ ଆସୁଛି, ତାହା ବୁଝିବା କଷ୍ଟସାଧ୍ୟ ନୁହେଁ ଯେ ବିହାର ରାଜନୀତିରେ ସବୁକିଛି ଠିକ୍ ଚାଲିନାହିଁ। ଗଣତନ୍ତ୍ର ଦିବସ ଅବସରରେ ପାଟନାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହାର ଝଲକ ଦେଖିବାକୁ ମିଳିଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ପରସ୍ପରଠାରୁ ଦୂରରେ ରହିଥିବାର ନଜର ଆସିଛନ୍ତି। ଏହି କାର୍ଯ୍ୟକ୍ରମ ସମୟରେ ଉଭୟ ପରସ୍ପରଠାରୁ ଦୂରରେ ବସିଥିବାର ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନିକଟରେ କେବଳ ଗୋଟିଏ ଚେୟାର ଖାଲି ଥିବାବେଳେ ଏହି ଚିତ୍ର ସାମ୍ନାକୁ ଆସିବା ପରେ ରାଜନୀତିର ମହଲରେ ସବୁ ପ୍ରକାର କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଆହୁରି ମଧ୍ୟ, ଗତ କିଛି ଦିନ ହେବ ଜେଡିୟୁ ଏବଂ ଆରଜେଡି ମଧ୍ୟରେ ଚାଲିଥିବା କଳହର ଖବର ମଧ୍ୟ କିଛି ପରିମାଣରେ ସତ୍ୟ ପ୍ରମାଣିତ ହେଉଥିବା ଜଣାପଡିଛି।

bihar jdu nitish kumar Patna republic day rjd TEJASWI YADAV
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.