Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡକୁ ବଡ ଆଶ୍ଵସ୍ତି, ପ୍ରତିବନ୍ଧକ ହଟାଇଲା ଆଇସିସି
ଆଜିର ଖବର

ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡକୁ ବଡ ଆଶ୍ଵସ୍ତି, ପ୍ରତିବନ୍ଧକ ହଟାଇଲା ଆଇସିସି

January 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ICC
ପାକିସ୍ତାନକୁ ବଡ଼ ଝଟକା ଦେଲା ଆଇସିସି: ପ୍ରତ୍ୟାଖ୍ୟାନ କଲା ସମସ୍ତ ଦାବି

ନୂଆଦିଲ୍ଲୀ: ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡ ଉପରେ ଲାଗୁ ହୋଇଥିବା ନିଲମ୍ବନକୁ ଆଇସିସି ହଟାଇ ଦେଇଛି। ଆଇସିସି ରବିବାର ଏହି ନିଷ୍ପତ୍ତି ନେଇଛି। ତୁରନ୍ତ ପ୍ରଭାବ ସହିତ ଆଇସିସି ଶ୍ରୀଲଙ୍କା କ୍ରିକେଟ୍ ଉପରେ ହୋଇଥିବା ପ୍ରତିବନ୍ଧକକୁ ହଟାଇ ଦେଇଛି। ସରକାରୀ ହସ୍ତକ୍ଷେପ ଯୋଗୁଁ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ଶ୍ରୀଲଙ୍କା କ୍ରିକେଟ୍ ଉପରେ ପ୍ରତିବନ୍ଧକ ଲଗାଇଥିଲା।

ନଭେମ୍ବର ୧୦ ତାରିଖ ୨୦୨୩ରେ ଆଇସିସିର ସଦସ୍ୟ ଭାବରେ ଦାୟିତ୍ଵ ଉଲ୍ଲଂଘନ କରିଥିବାରୁ ଶ୍ରୀଲଙ୍କା କ୍ରିକେଟ୍ କୁ ପ୍ରତିବନ୍ଧକ ଲଗାଯାଇଥିଲା। ବର୍ତ୍ତମାନ ଆଇସିସି ବୋର୍ଡ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି ଯେ, ଦ୍ୱିପାକ୍ଷିକ ଏବଂ ଆଇସିସି ଇଭେଣ୍ଟରେ ଶ୍ରୀଲଙ୍କା ଖେଳିପାରିବ। କିନ୍ତୁ ବର୍ତ୍ତମାନ ଖେଳାଯାଉଥିବା ଅଣ୍ଡର -୧୯ ବିଶ୍ୱକପ ଦକ୍ଷିଣ ଆଫ୍ରିକାକୁ ସ୍ଥାନାନ୍ତରିତ କରାଯାଇଛି, ଯାହା ପୂର୍ବରୁ ଶ୍ରୀଲଙ୍କାରେ ଖେଳାଯିବାର ଥିଲା।

icc srilanka
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.