Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଡ଼ଗପୁର ରେଳ ମଣ୍ଡଳ ଅନ୍ତର୍ଗତ ମଞ୍ଚପଡା ଠାରେ ନୂତନ ପାସେଞ୍ଜର ହଲ୍ଟ ଷ୍ଟେସନ୍ ଅନୁମୋଦନ
ଆଜିର ଖବର

ଖଡ଼ଗପୁର ରେଳ ମଣ୍ଡଳ ଅନ୍ତର୍ଗତ ମଞ୍ଚପଡା ଠାରେ ନୂତନ ପାସେଞ୍ଜର ହଲ୍ଟ ଷ୍ଟେସନ୍ ଅନୁମୋଦନ

January 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ରେଳ ମଣ୍ଡଳ ଅନ୍ତର୍ଗତ ରୁପସା-ବାଙ୍ଗିରିପୋଷି ରେଳ ସେକ୍ସନ ମଧ୍ୟରେ ମଞ୍ଚପଡା ଠାରେ ଏକ ନୂତନ ଷ୍ଟେସନ ପାଇଁ ସ୍ଥାନୀୟ ବାସିନ୍ଦାଙ୍କ ଦୀର୍ଘ ଦିନ ଧରି ଚାହିଦା ରହିଆସିଛି।

ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ୧୩ ଜାନୁୟାରୀ ୨୦୨୪ରେ ଏହି ଅଞ୍ଚଳ ଗସ୍ତ ସମୟରେ ସ୍ଥାନୀୟ ଲୋକମାନେ ସେମାନଙ୍କର ଯାତାୟାତ ସୁବିଧାପାଇଁ ମଞ୍ଚପଡା ଠାରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ କରିବାକୁ ଦାବି କରିଥିଲାବେଳେ ଏହି ସମସ୍ୟା ଦୂର ସହିତ ଏଠାରେ ପାସେଞ୍ଜର ହଲ୍ଟ ନିର୍ମାଣ କରିବାକୁ ଲୋକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଶ୍ରୀ ବୈଷ୍ଣବ ତାଙ୍କ ସ୍ୱତନ୍ତ୍ର ପଦକ୍ଷେପ ସହିତ ଖଡ଼ଗପୁର ରେଳ ମଣ୍ଡଳର ରୁପସା-ବାଙ୍ଗିରିପୋଷି ରେଳ ସେକ୍ସନର ଜୁଗପୁରା ଏବଂ ଠାକୁରତୋଟା ଷ୍ଟେସନ ମଧ୍ୟରେ ମଞ୍ଚପଡା ଠାରେ ଏକ ପାସେଞ୍ଜର ହଲ୍ଟ ଷ୍ଟେସନ୍ ନିର୍ମାଣ ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯାହା ଫଳରେ ଏହା ରେଳ ବୋର୍ଡରୁ ମଧ୍ୟ ଅନୁମତି ପାଇଛି।

ଭାରତୀୟ ରେଳବାଇ ବର୍ତ୍ତମାନ ସୁବିଧା ପ୍ରଦାନ କରୁଥିବା ଯାତ୍ରୀ ପରିଷେବା ଗୁଡିକର ନବୀକରଣ କରୁଛି ଏବଂ ନିୟମିତ ଭାବେ ଅଧିକ ଯାତ୍ରୀ ସୁବିଧା ଯୋଗାଉଛି। ଏହାକୁ ଦୃଷ୍ଟିରେ ରଖି ମାନ୍ୟବର ରେଳମନ୍ତ୍ରୀ ଓଡିଶାର ମୟୂରଭଞ୍ଜ ଜିଲ୍ଲାର ମଞ୍ଚପଡା ଠାରେ ଏକ ନୂତନ ଷ୍ଟେସନ ଯୋଗାଇଦେବା ତାଙ୍କ ଗସ୍ତ ସମୟରେ ଦେଇଥିବା ପ୍ରତିଶ୍ରୁତିର ଦୁଇ ସପ୍ତାହ ମଧ୍ୟରେ ପୂରଣ କରିଛନ୍ତି।

ଫଳସ୍ୱରୂପ, ସ୍ଥାନୀୟ ବାସିନ୍ଦାମାନେ ବହୁ ଉପକୃତ ହେବେ। ନୂତନ ଷ୍ଟେସନ ଛାତ୍ର, କ୍ଷୁଦ୍ର ବ୍ୟବସାୟୀ, ଶ୍ରମିକ, ଦୈନିକ ଯାତ୍ରୀ ମାନଙ୍କ ପାଇଁ ଦ୍ରୁତ ଯୋଗାଯୋଗକୁ ସୁଗମ କରିବ।

ଅଶ୍ୱିନୀ ବୈଷ୍ଣବ ଖଡ଼ଗପୁର ରେଳ ମଣ୍ଡଳ ଦକ୍ଷିଣ ପୂର୍ବ ରେଳପଥ ଭାରତୀୟ ରେଳବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.