Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦରେ ବଜେଟ ଅଭିଭାଷଣ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଆଜିର ଖବର

ସଂସଦରେ ବଜେଟ ଅଭିଭାଷଣ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

February 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂସଦରେ ବଜେଟ ଅଭିଭାଷଣ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ କେନ୍ଦ୍ର ବଜେଟ୍ 2024 ଉପସ୍ଥାପନ କରୁଛନ୍ତି। ଲୋକସଭା ନିର୍ବାଚନ ପୂର୍ବରୁ ଏହା ଏକ ମଧ୍ୟବର୍ତ୍ତୀ କାଳୀନ ବଜେଟ୍। ଏହା ହେଉଛି ନିର୍ମଳା ସୀତାରମଣଙ୍କ ଷଷ୍ଠ ୟୁନିୟନ ବଜେଟ୍। ନିର୍ବାଚନ ପରେ କ୍ଷମତାକୁ ଆସୁଥିବା ନୂତନ ସରକାର ଦ୍ୱାରା ପୂର୍ଣ୍ଣ ବଜେଟ୍ ଉପସ୍ଥାପନ କରାଯିବ।

ମଧ୍ୟବର୍ତ୍ତୀ ବଜେଟ୍ – ଏକ ସ୍ୱଳ୍ପ ମିଆଦି ଆର୍ଥିକ ଯୋଜନା – ନୂତନ ଆର୍ଥିକ ବର୍ଷର ପ୍ରଥମ ଚାରିମାସ ପାଇଁ ସରକାରଙ୍କ ଅତ୍ୟାବଶ୍ୟକ ଖର୍ଚ୍ଚ ପୂରଣ କରିବା ପାଇଁ ସଂସଦରେ ଅନୁଦାନ ମାଗିଥାଏ। ସଂସଦର ବଜେଟ୍ ଅଧିବେଶନ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ରାଜ୍ୟସଭା ଏବଂ ଲୋକସଭାର ମିଳିତ ବୈଠକକୁ ସମ୍ବୋଧିତ କରି ଅଧିବେସନ ଆରମ୍ଭ ହୋଇଥିଲା। ଫେବୃଆରୀ 9 ରେ ଅଧିବେଶନ ଶେଷ ହେବ।

ମଧ୍ୟବର୍ତ୍ତୀ ବଜେଟ୍ ପୂର୍ବରୁ ଷ୍ଟକ୍ ବଜାର ଆଜି ସବୁଜ ରଙ୍ଗରେ ଖୋଲିଛି।

budget2024 ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିର୍ମଳା ସୀତାରମଣ ବଜେଟ2024
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026
Latest News

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.