Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଚାମୁଚାରେ କଣ ଖାଇବାକୁ ଦେଲେ ରାଷ୍ଟ୍ରପତି
ଆଜିର ଖବର

ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଚାମୁଚାରେ କଣ ଖାଇବାକୁ ଦେଲେ ରାଷ୍ଟ୍ରପତି

February 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଚାମୁଚାରେ କଣ ଖାଇବାକୁ ଦେଲେ ରାଷ୍ଟ୍ରପତି

Budget2024: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ଭାବେ ୬ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ଆଜି ଏକ ନୀଳ ରେଶମ ଶାଢୀ ପିନ୍ଧି ଏହି ବଜେଟ ଉପସ୍ଥାପନା କରିଛନ୍ତି। ତେବେ ସଂସଦ ଭବନକୁ ଯିବା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୃଦୟରୁ ଶୁଭେଚ୍ଛା ଜଣାଇ ଦହି ଏବଂ ଚିନି ଖୁଆଇ ଥିଲେ।

ସାଧାରଣତଃ କୌଣସି ଶୁଭ କାମ କରିବାକୁ ଯିବା ବେଳେ ଘରର ମୁରବୀ ମହିଳା ତାଙ୍କୁ ଦହି ଚିନି ଖାଇବାକୁ ଦିଅନ୍ତି। ବିଶ୍ବାସ ରହିଛି ଦହିଚିନି ଖାଇବାକୁ ଦେଲେ ସମସ୍ତ କାର୍ଯ୍ୟ ସଫଳ ବା ଶୁଭ ହୋଇଥାଏ। ଦହି ସ୍ବଚ୍ଛତା ଏବଂ ଚିନି ମଧୁରତାର ପ୍ରତୀକ ଭାବେ ବିବେଚନା କରାଯାଏ। ପିଲାମାନେ ପରୀକ୍ଷା ଦେବାକୁ ଯିବା ବେଳେ ଘରର ବୟସ୍କ ମହିଳା ଏହିପରି ଦହିଚିନି ଖାଇବାକୁ ଦେଇ ଆର୍ଶିବାଦ କରିଥାନ୍ତି।

ଠିକ ସେହିପରି ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ତାଙ୍କୁ ଦହି ଚିନି ଖାଇବାକୁ ଦେଇ ଶୁଭେଚ୍ଛା ଜଣାଇଥିଲେ। ସୀତାରମଣଙ୍କୁ ଦହି ଖୁଆଥିବା ଫଟୋ ରାଷ୍ଟ୍ରପତି ତାଙ୍କ ସାମାଜିକ ଗଣମାଧ୍ୟମରେ ଦେବା ପରେ ତାହା ବେଶ୍ ଭାଇରାଲ ହେବାରେ ଲାଗିଛି। ଏପରିକି ଏହି ଫଟୋକୁ ବହୁଳ ଭାବେ ସେୟାର ମଧ୍ୟ କରାଯାଉଥିବାର ଦେଖିବାକୁ ମିଳିଛି।

budget2024 ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିର୍ମଳା ସୀତାରମଣ ବଜେଟ2024 ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀଙ୍କ ସିଧା ବାର୍ତ୍ତା: ପରିବର୍ତ୍ତନ ହେବ କି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ?

May 27, 2026

ବାଇଜୁର ପ୍ରତିଷ୍ଠାତା ରବିନ୍ଦ୍ରନଙ୍କୁ ୬ ମାସ ଜେଲ ଦଣ୍ଡ: ଜାଣନ୍ତୁ କାରଣ

May 27, 2026

“ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଜରୁରୀ: SIR ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

May 27, 2026

ଭାରତରେ ପହଞ୍ଚିଲା ଇବୋଲା ଭାଇରସ୍‌?: ଆଫ୍ରିକାରୁ ଫେରୁଥିବା ୨୮ ବର୍ଷୀୟା ମହିଳା ହସ୍ପିଟାଲରେ ଭର୍ତ୍ତି

May 27, 2026
Latest News

ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀଙ୍କ ସିଧା ବାର୍ତ୍ତା: ପରିବର୍ତ୍ତନ ହେବ କି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ?

May 27, 2026

ବାଇଜୁର ପ୍ରତିଷ୍ଠାତା ରବିନ୍ଦ୍ରନଙ୍କୁ ୬ ମାସ ଜେଲ ଦଣ୍ଡ: ଜାଣନ୍ତୁ କାରଣ

May 27, 2026

“ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଜରୁରୀ: SIR ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

May 27, 2026

ଭାରତରେ ପହଞ୍ଚିଲା ଇବୋଲା ଭାଇରସ୍‌?: ଆଫ୍ରିକାରୁ ଫେରୁଥିବା ୨୮ ବର୍ଷୀୟା ମହିଳା ହସ୍ପିଟାଲରେ ଭର୍ତ୍ତି

May 27, 2026

ଓଡିଶା ପୋଲିସରେ ବଡ ଘୋଷଣା

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.