Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ନୂତନ ପୋଲିସ ଆଇଜି ଙ୍କ ଦାୟିତ୍ଵ ଗ୍ରହଣ
ଆଜିର ଖବର

ବ୍ରହ୍ମପୁର ନୂତନ ପୋଲିସ ଆଇଜି ଙ୍କ ଦାୟିତ୍ଵ ଗ୍ରହଣ

February 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ପୋଲିସ ଆଇଜି ଭାବେ ଜୟନାରାୟଣ ପଙ୍କଜ ଯୋଗ ଦେଇଛନ୍ତି। ପୁର୍ବତନ ଆଇ ଜି ସତ୍ୟବ୍ରତ ଭୋଇ ଙ୍କର ଅନ୍ୟତ୍ର ବଦଳି ପରେ ବରିଷ୍ଠ ଆଇପିଏସ୍ ଅଧିକାରୀ ଜୟନାରାୟଣ ଏଠି ନୂତନ ଭାବେ ଯୋଗ ଦେଇଛନ୍ତି। ଯୋଗଦାନ ସମୟରେ ପୁର୍ବତନ ଆଇ ଜି ସତ୍ୟବ୍ରତ ଭୋଇ, ଗଞ୍ଜାମ ଏସ୍ ପି ଜଗମୋହନ ମୀନା, ବ୍ରହ୍ମପୁର ଏସ୍ ପି ଡଃ ଶ୍ରବଣ ବିବେକ ଏମ୍ ବିଭାଗୀୟ ଅଧିକାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ମାନେ ଯୋଗଦେଇଥିଲେ।

ଇତ୍ୟବସରରେ ନୂତନ ଆଇ ଜି ଜୟନାରାୟଣ ଆଗାମୀ ଦିନରେ ପୋଲିସ ବିଭାଗ ଲୋକମାନଙ୍କର ନିକଟତର ହୋଇ କାର୍ଯ୍ୟ କରିବ ବୋଲି ଗଣମାଧ୍ୟମକୁ ସୁଚନା ଦେଇଛନ୍ତି।

berhampur
Share. Facebook Twitter LinkedIn Email WhatsApp Copy Link

Related Posts

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026
Latest News

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.