Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ଚମ୍ପଇ ସୋରେନ୍, ନିମନ୍ତ୍ରଣ ଦେଲେ ରାଜ୍ୟପାଳ
ଆଜିର ଖବର

ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ଚମ୍ପଇ ସୋରେନ୍, ନିମନ୍ତ୍ରଣ ଦେଲେ ରାଜ୍ୟପାଳ

February 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚମ୍ପାଇ ସୋରେନଙ୍କୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ସିପି ରାଧାକୃଷ୍ଣନ୍ ଆମନ୍ତ୍ରଣ କରିଛନ୍ତି। ସେ ଆଜି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସମୟ ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ନାହିଁ। ଏହିପରି ଭାବରେ ଝାଡଖଣ୍ଡର ରାଜନୈତିକ ଦ୍ଵନ୍ଦ୍ଵ ସମାପ୍ତ ହୋଇଛି ଏବଂ ସରକାର ଗଠନ ପାଇଁ ରାସ୍ତା ସଫା ହୋଇଛି।

ଚମ୍ପଇ ସୋରେନଙ୍କ ସହ ଆଲାମଗିର ଆଲାମ ଏବଂ ସତ୍ୟେନ୍ଦ୍ର ଭୋକ୍ତା ଶପଥ ନେଇପାରନ୍ତି। ସତ୍ୟନ୍ଦ୍ର ଭୋକ୍ତା ଆରଜେଡିରୁ ଆସିଥିବାବେଳେ ଆଲାମଗିର ଆଲାମ ଜଣେ କଂଗ୍ରେସ ବିଧାୟକ। ଏହାପୂର୍ବରୁ ଗୁରୁବାର ଦିନ ଅପରାହ୍ନ ୫.୩୦ ସମୟରେ ଚମ୍ପାଇ ସୋରେନ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ। ସେ ୪୩ ଜଣ ବିଧାୟକଙ୍କ ସମର୍ଥନ ଥିବା ଦାବି କରିଛନ୍ତି।

champai soren cp radhakrishnan jharakhand
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026
Latest News

UPI ସହ ଲିଙ୍କ୍ କ୍ରେଡିଟ୍ କାର୍ଡରେ MDR ଲାଗିବ କି? ଜାଣନ୍ତୁ କଣ କହୁଛି ନୂଆ ନିୟମ

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ପରିବାର ସହ Bali Trip ପ୍ଲାନ୍‌ କରୁଛନ୍ତି କି? IRCTCର ଏହି ପ୍ୟାକେଜ୍‌ ଥରେ ଦେଖନ୍ତୁ

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.