Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତି ସ୍ୱାକ୍ଷରକୁ କ୍ୟାବିନେଟ ମଞ୍ଜୁରି
ଆଜିର ଖବର

ଭାରତ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତି ସ୍ୱାକ୍ଷରକୁ କ୍ୟାବିନେଟ ମଞ୍ଜୁରି

February 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଗୁରୁବାର ଭାରତ ସରକାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତି ସ୍ୱାକ୍ଷର ଏବଂ ଅନୁମୋଦନକୁ ମଞ୍ଜୁରି ଦେଇଛି।

ଏହି ଚୁକ୍ତିରେ ନିବେଶକ ବିଶେଷକରି ବଡ଼ ନିବେଶକଙ୍କ ଭରସା ବୃଦ୍ଧି ପାଇବାର ଆଶା ରହିଛି, ଯାହା ଫଳରେ ବିଦେଶୀ ନିବେଶ ଏବଂ ବିଦେଶୀ ପ୍ରତ୍ୟକ୍ଷ ନିବେଶ (ଓଡିଆଇ) ଲାଗି ସୁଯୋଗ ବଢ଼ିବ ଓ ନିଯୁକ୍ତି ସୃଷ୍ଟି ଦିଗରେ ସକାରାତ୍ମକ ପ୍ରଭାବ ପଡ଼ିବ ।

ଏହି ମଞ୍ଜୁରି ଯୋଗୁ ଭାରତରେ ନିବେଶ ବଢ଼ିବାର ଆଶା ରହିଛି । ଘରୋଇ ଉତ୍ପାଦନକୁ ପ୍ରୋତ୍ସାହିତ କରିବା, ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ, ରପ୍ତାନି ବୃଦ୍ଧି ଆଦି ଦ୍ୱାରା ଆତ୍ମନିର୍ଭର ଭାରତର ଲକ୍ଷ୍ୟ ହାସଲ ଦିଗରେ ଏହା ସହାୟକ ହେବ।

modi govt. union cabinet
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Latest News

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.