Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ସମ୍ବଲପୁର ଆଇଆଇଏମ ର ନୂଆ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

Breaking News: ସମ୍ବଲପୁର ଆଇଆଇଏମ ର ନୂଆ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

February 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ସମ୍ବଲପୁର ଆଇଆଇଏମ ର ନୂଆ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁର: ଆଇଆଇଏମ ସମ୍ବଲପୁରର ନୂଆ କ୍ୟାମ୍ପସର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉଦଘାଟନରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶେଶ୍ବର ଟୁଡୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ଉଦଘାଟନ କରିବା ପରେ ସେ ନୂଆ କ୍ୟାମ୍ପସ ବୁଲି ଦେଖିଥିଲେ।  ଆଇଆଇଏମ ନିର୍ଦ୍ଦେଶକ ପ୍ରଧାନମନ୍ତ୍ରୀଙ୍କୁ ବିଭିନ୍ନ ପ୍ରକଳ୍ପକୁ ବୁଲି ଦେଖାଇଥିଲେ। ଏହାପରେ ଏକ ସାଧାରଣ ସଭାରେ ସେ ଭାଗ ନେଇଛନ୍ତି। ଏଥିରେ ସ୍ଥାନୀୟ ସାଂସଦ, ବିଧାୟକ ପ୍ରମୁଖ ଉପସ୍ଥିତ ରହିଛନ୍ତି।

ModiInOdisha ଆଇଆଇଏମ ସମ୍ବଲପୁର ଓଡିଶାରେ ମୋଦି ସମ୍ବଲପୁରରେ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.