Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ
ଆଜିର ଖବର

ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

February 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି।

ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ଏହି ଅଞ୍ଚଳର ଯାତ୍ରୀମାନଙ୍କୁ ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ଯୋଗାଇବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ କରାଯାଉଛି। ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ ପ୍ରାୟ ୩୭୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ। ଏହି ଷ୍ଟେସନ ମାଧ୍ୟମରେ ସହରର ଉଭୟ ପାର୍ଶ୍ୱ ସଂଯୋଗ ହୋଇପାରିବ। ସମ୍ବଲପୁର ରେଳ ଷ୍ଟେସନରେ ସମସ୍ତ ଆଧୁନିକ ସୁବିଧା ଯୋଗାଇ ଦିଆଯିବ।

aswini baishnav laying foundation maurya express narendra modi
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Latest News

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.