Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚମ ଦିନରେ ଡାକ୍ତରଙ୍କ ଧର୍ମଘଟ : ମମତାଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଡାକ୍ତର
ଆଜିର ଖବର

ପଞ୍ଚମ ଦିନରେ ଡାକ୍ତରଙ୍କ ଧର୍ମଘଟ : ମମତାଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଡାକ୍ତର

June 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗରେ ଜାରି ରହିଛି ଡାକ୍ତରଙ୍କ ଧର୍ମଘଟ । ଧର୍ମଘଟ କରୁଥିବା ଜୁନିଅର ଡାକ୍ତରମାନେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ମମତା କ୍ଷମା ମାଗିବାକୁ ସେମାନେ ଦାବି କରିଛନ୍ତି । ଶନିବାର ଦିନ ରାଜ୍ୟ ସଚିବାଳୟରେ ଜୁନିଅର୍‌ ଡାକ୍ତରଙ୍କ ସହ ବୈଠକ କରିବା ପାଇଁ ମମତା ବାନାର୍ଜୀ ଅଫର୍‌ ଦେଇଥିଲେ । ଶୁକ୍ରବାର ଦିନ ଏହି ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ଡାକ୍ତରମାନେ ମମତାଙ୍କ କ୍ଷମା ଯାଚନା ସହ ରାଜ୍ୟ ସରକାରଙ୍କ ସମ୍ମୁଖରେ ୬ଟି ସର୍ତ୍ତ ରଖିଥିଲେ । ଏହି ଧର୍ମଘଟକୁ ବରିଷ୍ଠ ଡାକ୍ତରମାନେ ମଧ୍ୟ ସମର୍ଥନ କରିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ମମତାଙ୍କ ଏହି ଧର୍ମଘଟ ବନ୍ଦ କରିବା ପାଇଁ ଚେଷ୍ଟା କରିବା ସହିତ ମମତା ଏହାକୁ ସମ୍ମାନର ପ୍ରସଙ୍ଗ ନ କରନ୍ତୁ ବୋଲି ଚିଠି ଲେଖି ଥିଲେ । ଏହି ଘଟଣା ନେଇ ଗୃହମନ୍ତ୍ରାଳୟ ତରଫରୁ ମଧ୍ୟ ମମତା ସରକାରଙ୍କୁ ନୋଟିସ୍‌ ଜାରି ହୋଇ ସାରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Latest News

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026

ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.