Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଗସ୍ତର ଭିଡିଓ ସେୟାର କଲେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍
ଆଜିର ଖବର

ଭାରତ ଗସ୍ତର ଭିଡିଓ ସେୟାର କଲେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍

February 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଭାରତ ଗସ୍ତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଏକ୍ସ ପୋଷ୍ଟ , ଯେଉଁଥିରେ ମାକ୍ରୋନ୍ ତାଙ୍କର ନିକଟରେ ଭାରତ ଗସ୍ତ ସମ୍ପର୍କରେ ନିଜର ଅଭିଜ୍ଞତା ବାଣ୍ଟିଛନ୍ତି,, ତାହା ଉପରେ ଶ୍ରୀ ମୋଦୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ ଏକ ଭିଡିଓ ସେୟାର କରିଛନ୍ତି , ଯେଉଁଥିରେ ଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ସମାରୋହ ଅବସରରେ ସେ ନିକଟରେ ଭାରତ ଗସ୍ତ କରିଥିବାର ଝଲକ ଦେଖିବାକୁ ମିଳିଛି ।

ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ;

A look back at an exceptional trip in India. pic.twitter.com/ldldTasdOw

— Emmanuel Macron (@EmmanuelMacron) February 4, 2024

ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌, ଆପଣଙ୍କୁ ଭାରତରେ ସମ୍ମାନିତ କରିବା ଏକ ଗୌରବର ବିଷୟ । ଆପଣଙ୍କ ଗସ୍ତ ଏବଂ ସାଧାରଣତନ୍ତ୍ର ଦିବସ ସମାରୋହରେ ଅଂଶଗ୍ରହଣ ନିଶ୍ଚିତ ଭାବରେ ଭାରତ – ଫ୍ରାନ୍ସ ମଧ୍ୟରେ ଥିବା ବନ୍ଧୁତାକୁ ବଢ଼ାଇବ।

bharat france narendra modi
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026

KYC ସମୟସୀମା ଶେଷ: ଆଜିଠୁ ଆପଣଙ୍କୁ ଗ୍ୟାସ ସିଲିଣ୍ଡର ମିଳିବ ନାହିଁ କି?, ଜାଣନ୍ତୁ

September 1, 2026

ଭାରତୀୟ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀ ହେବ ଦ୍ୱିଗୁଣିତ: ଆହୁରି ଏସ-୪୦୦ ଯୋଗାଇବ ରୁଷ

September 1, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ବିଷ ଓଗାଳିଲା ପାକିସ୍ତାନ: କଡ଼ା ଜବାବ ଦେଲା ଭାରତ

September 1, 2026
Latest News

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

KYC ସମୟସୀମା ଶେଷ: ଆଜିଠୁ ଆପଣଙ୍କୁ ଗ୍ୟାସ ସିଲିଣ୍ଡର ମିଳିବ ନାହିଁ କି?, ଜାଣନ୍ତୁ

September 1, 2026

ଭାରତୀୟ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀ ହେବ ଦ୍ୱିଗୁଣିତ: ଆହୁରି ଏସ-୪୦୦ ଯୋଗାଇବ ରୁଷ

September 1, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ବିଷ ଓଗାଳିଲା ପାକିସ୍ତାନ: କଡ଼ା ଜବାବ ଦେଲା ଭାରତ

September 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.