Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକରେ ପ୍ରଥମଥର ପାଇଁ ଫେବୃଆରୀ ୧୧ ତାରିଖ ସନ୍ଧ୍ୟା ୬ଟାରେ ଦେଖନ୍ତୁ ‘ଗଦର-୨’
ଆଜିର ଖବର

ଜୀ-ସାର୍ଥକରେ ପ୍ରଥମଥର ପାଇଁ ଫେବୃଆରୀ ୧୧ ତାରିଖ ସନ୍ଧ୍ୟା ୬ଟାରେ ଦେଖନ୍ତୁ ‘ଗଦର-୨’

February 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାର ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ସର୍ବଦା ଦର୍ଶକଙ୍କୁ ଭିନ୍ନ ଭିନ୍ନ ମାଧ୍ୟମରେ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି। ମନୋରଞ୍ଜନ ମାଧ୍ୟମରେ ସବୁବେଳେ ଜୀ-ସାର୍ଥକ ତାର ଦର୍ଶକଙ୍କ ଭଲ ପାଇବା ସାଉଁଟିବା ପାଇଁ ପ୍ରତିବର୍ଷ ନୂଆ କାହାଣୀ ଓ ନୂଆ ରିୟାଲିଟି ଶୋ ଓ ନୂଆ ଫିଲ୍ମ ଆଣିବା ପାଇଁ ଚେଷ୍ଟାରତ। ଏଥର ମଧ୍ୟ ଜୀ-ସାର୍ଥକ କିଛି ନୂଆ ଆଣିଛି ତାର ଦର୍ଶକଙ୍କ ପାଇଁ । ଆସନ୍ତା ଭାଲେଣ୍ଟାଇନ୍ ସପ୍ତାହରେ ପ୍ରଥମ ଥର ଜୀ-ସାର୍ଥକରେ ଦର୍ଶକ ଦେଖିବେ ଭାରତୀୟ ଫିଲ୍ମ ଜଗତରେ ଇତିହାସ ରଚିଥିବା ଫିଲ୍ମ ‘ଗଦର ୨’। ଆସନ୍ତା ଫେବୃଆରୀ ୧୧ ତାରିଖ ସନ୍ଧ୍ୟା ୬ଟାରେ କେବଳ ଜୀ-ସାର୍ଥକରେ ଦେଖନ୍ତୁ ‘ଗଦର-୨’ ।

ଅଭିନେତା ସନ୍ନି ଦେଓଲ ଏବଂ ଅମିଷା ପଟେଲ ଷ୍ଟାରର ଫିଲ୍ମ ‘ଗଦର-୨’ ହେଉଛି ୨୦୦୧ ମୂଳ ଚଳଚ୍ଚିତ୍ର ‘ଗଦର ଏକ ପ୍ରେମ କଥା’ର ଏକ ସିକ୍ୱେଲ। ଫିଲ୍ମଟି ବକ୍ସ ଅଫିସରେ ଏକ ବ୍ଲକ୍‌ବଷ୍ଟର ହେବା ସହ ଅନେକ ରେକର୍ଡ ଭାଙ୍ଗିଥିଲା। ପ୍ରଥମ ଥର ପାଇଁ ଏହି ଫିଲ୍ମ ଲୋକସଭା ସଦସ୍ୟଙ୍କ ପାଇଁ ନୂଆ ସଂସଦ ଗୃହରେ ଏହାର ସ୍କ୍ରିନିଂ ହୋଇଥିଲା। ଅନିଲ ଶର୍ମାଙ୍କ ନିର୍ଦ୍ଦେଶିତ ‘ଗଦର ୨’ଫିଲ୍ମକୁ ପ୍ରଥମ ଥର ଓଡିଆରେ ଦର୍ଶକ ଦେଖିବେ ଯେଉଁଥିରେ ଅଛି ଆକ୍ସନ, ଡ୍ରାମା, ପ୍ରେମ କାହାଣୀ କୁ ନେଇ ଭରପୁର ମନୋରଂଜନ।

ଏହି ଫିଲ୍ମ ଆମ ଦର୍ଶକଙ୍କୁ ଏକ ନୂତନ ଅନୁଭବ ଦେବ ବୋଲି ଜୋର ଦେଇ କହିଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍‌ ଅଫିସର ପ୍ରତୀକ ସିଲ୍।

ଓଡିଶା ଗଦର-2 ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.