Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାମିଲନାଡୁ: ଲୋକସଭା ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଲେ ୧୫ ପୂର୍ବତନ ବିଧାୟକ ଓ ଜଣେ ପୂର୍ବତନ ସାଂସଦ
ଆଜିର ଖବର

ତାମିଲନାଡୁ: ଲୋକସଭା ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଲେ ୧୫ ପୂର୍ବତନ ବିଧାୟକ ଓ ଜଣେ ପୂର୍ବତନ ସାଂସଦ

February 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ତାମିଲନାଡୁରେ ବିଜେପି ପାଇଁ ଭଲ ଖବର ଆସିଛି। ୧୫ ଜଣ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ ଆଜି ବିଜେପିରେ ଯୋଗ ଦେଇଛନ୍ତି। ଆଜି ସମସ୍ତ ନେତା କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ସମସ୍ତ ନେତାଙ୍କୁ ବିଶ୍ଵର ସବୁଠୁ ବଡ ଦଳକୁ ସ୍ୱାଗତ ବୋଲି ସେ କହିଛନ୍ତି। ଏହା ସହିତ ସେ ଆତ୍ମବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଏଥର ଲୋକସଭା ନିର୍ବାଚନରେ ବିଜେପି ୩୭୦ ଟି ଆସନ ଏବଂ ​​ଏନଡିଏ ୪୦୦ ଆସନ ପାଇବ। ବିରୋଧୀଙ୍କୁ ଟାର୍ଗେଟ କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ, ଜନ୍ତର ମନ୍ତରରେ ବସିଥିବା ନେତାମାନେ ନାଟକ କରୁଛନ୍ତି।

BJP election 2024 lokasabha nirvachan tamilanadu
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.