Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ୍‌ ପାକ୍‌ ହାଇ ଭୋଲ୍‌ଟେଜ୍‌ ମୁକାବିଲା : ୭-୦ ଲକ୍ଷ୍ୟରେ ଭାରତ
ଆଜିର ଖବର

ଆଜି ଭାରତ୍‌ ପାକ୍‌ ହାଇ ଭୋଲ୍‌ଟେଜ୍‌ ମୁକାବିଲା : ୭-୦ ଲକ୍ଷ୍ୟରେ ଭାରତ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ କ୍ରିକେଟ୍‌ ବିଶ୍ବକପ୍‌ରେ ମୁକାବିଲା କରିବାକୁ ଯାଉଛନ୍ତି ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀ ଭାରତ ଏବଂ ପାକିସ୍ତାନ। ମାଞ୍ଚେଷ୍ଟରରେ ଅନୁଷ୍ଠିତ ହେବାକୁ ଥିବା ଏହି ମୁକାବିଲାରୁ ଦର୍ଶକ ଏକ ପ୍ରତିଦ୍ବନ୍ଦିତାପୂର୍ଣ୍ଣ ମୁକାବିଲା ଆଶା କରୁଛନ୍ତି। ଦୁଇ ଦେଶର ମୁକାବିଲାରେ ଭାରତ ଆଗୁଆ ରହିଥିବା ବେଳେ ଏହି ମୁକାବିଲାରେ ବିଜୟୀ ହେବାକୁ ଚେଷ୍ଟା କରିବ ବିରାଟ କୋହଲିଙ୍କ ଭାରତୀୟ ଦଳ। ପୂର୍ବରୁ ଉଭୟ ଦଳ ପରସ୍ପର ସହିତ ବିଶ୍ବକପ୍‌ରେ ୬ଥର ସାମ୍ନାସାମ୍ନି ହୋଇଥିବା ବେଳେ ଭାରତ ସମସ୍ତ ଥର ବାଜି ମାରି ନେଇଛି। ଏହି ମୁକାବିଲାରେ ବିଜୟୀ ହୋଇ ଭାରତ ୭-୦ ର ଲକ୍ଷ୍ୟ ରଖିଛି। ପାକିସ୍ତାନ ପକ୍ଷରୁ ଭେଟେରାନ୍‌ ସୋଏବ ମଲ୍ଳିକ, ଫକର ଜମାନ ଏବଂ ମହମ୍ମଦ ଆମିରଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ। ଭାରତ ପକ୍ଷରୁ ରୋହିତ ଶର୍ମା, ବିରାଟ କୋହଲି ଏବଂ ଜଶପ୍ରୀତ ବୁମ୍‌ରାଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ। ସେହିପରି ମାଞ୍ଚେଷ୍ଟର ପିଚ୍‌ ସର୍ବଦା ପେସ୍‌ ବୋଲରଙ୍କୁ ସୁହାଉଥିବାରୁ ଭାରତ ପକ୍ଷରୁ କୁଲ୍‌ଦୀପ ଯାଦବଙ୍କ ସ୍ଥାନରେ ମହମ୍ମଦ ଶାମିଙ୍କୁ ଖେଳାଇପାରେ ଭାରତ।
ସ୍ଥାନ : ମାଞ୍ଚେଷ୍ଟର, ଓଲ୍‌ଡ ଟ୍ରାଫୋର୍ଡ
ସମୟ : ଅପରାହ୍ନ ୩:୦୦ଟା

 

cricket india match pakistan thesamikhsya worldcup
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026
Latest News

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.